Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରର ପୂର୍ବତନ ଡେପୁଟି ସିଏମ୍ ସୁଶୀଲ କୁମାର ମୋଦୀଙ୍କର ଦେହାନ୍ତ, କର୍କଟ ରୋଗରେ ହେଉଥିଲେ ଚିକିତ୍ସିତ
ଆଜିର ଖବର

ବିହାରର ପୂର୍ବତନ ଡେପୁଟି ସିଏମ୍ ସୁଶୀଲ କୁମାର ମୋଦୀଙ୍କର ଦେହାନ୍ତ, କର୍କଟ ରୋଗରେ ହେଉଥିଲେ ଚିକିତ୍ସିତ

May 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିହାରର ପୂର୍ବତନ ଡେପୁଟି ସିଏମ୍ ତଥା ବରିଷ୍ଠ ବିଜେପି ନେତା ସୁଶୀଲ କୁମାର ମୋଦୀଙ୍କ ଆଜି ଦେହାନ୍ତ ହୋଇଯାଇଛି। ସେ ଦିଲ୍ଲୀର AIIMS ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ କର୍କଟ ରୋଗରେ ପୀଡିତ ଥିଲେ ଏବଂ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ହେତୁ ବିହାରରେ ଶୋକର ଲହରୀ ଖେଳିଯାଇଛି। ସେ ବର୍ତ୍ତମାନ ରାଜ୍ୟସଭା ସାଂସଦ ଥିଲେ। ସେ ଛାତ୍ର ରାଜନୀତିରୁ ସକ୍ରିୟ ରାଜନୀତିକୁ ଆସିଥିଲେ। ସେ ୭୨ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

aiims bihar BJP cancer passes away sushil kumar modi
Share. Facebook Twitter LinkedIn Email WhatsApp Copy Link

Related Posts

‘ଶୋଇବା ପୂର୍ବରୁ ଶ୍ରୀ ରାମଚରିତମାନସର ଶ୍ଳୋକ ପାଠ କରନ୍ତୁ’: ତାଲିମ ନେଉଥିବା ପୋଲିସଙ୍କୁ ନିର୍ଦ୍ଦେଶ

July 23, 2025

ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦରେ ପୁଣି ପାକିସ୍ତାନର କାଶ୍ମୀର ପ୍ରେମ: କଡ଼ା ପ୍ରହାର କଲା ଭାରତ

July 23, 2025

ବିଡ଼ି, ସିନେ ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ

July 23, 2025

ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା: ଜାଣନ୍ତୁ ଏହା କ’ଣ?

July 23, 2025
Latest News

‘ଶୋଇବା ପୂର୍ବରୁ ଶ୍ରୀ ରାମଚରିତମାନସର ଶ୍ଳୋକ ପାଠ କରନ୍ତୁ’: ତାଲିମ ନେଉଥିବା ପୋଲିସଙ୍କୁ ନିର୍ଦ୍ଦେଶ

July 23, 2025

ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦରେ ପୁଣି ପାକିସ୍ତାନର କାଶ୍ମୀର ପ୍ରେମ: କଡ଼ା ପ୍ରହାର କଲା ଭାରତ

July 23, 2025

ବିଡ଼ି, ସିନେ ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ

July 23, 2025

ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା: ଜାଣନ୍ତୁ ଏହା କ’ଣ?

July 23, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଥିବା ଆଇଏଏସ ଅମ୍ରିତ ଋତୁରାଜ କିଏ ? ସେ ଏବେ କେଉଁଠି ଅଛନ୍ତି

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.