Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାମିଲନାଡୁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ମୃତ, ୧୫ ରୁ ଅଧିକ ଆହତ
ଆଜିର ଖବର

ତାମିଲନାଡୁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ମୃତ, ୧୫ ରୁ ଅଧିକ ଆହତ

May 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ: ଚେନ୍ନାଇ-ତ୍ରିଚି ଜାତୀୟ ରାଜପଥରେ ମଦୁରନ୍ତକମରେ ବସ୍ ଏବଂ ଟ୍ରକ ମଧ୍ୟରେ ଧକ୍କା ହେବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚେଙ୍ଗଲପଟ୍ଟୁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପଦଲମ ପୋଲିସର ସୂଚନାନୁସାରେ, ଆଜି ପୂର୍ବାହ୍ନରେ ଚେନ୍ନାଇ-ତ୍ରିଚି ଜାତୀୟ ରାଜପଥରେ ଓଭରଟେକିଂ ବେଳେ ବସ୍ ଡ୍ରାଇଭର ନିୟନ୍ତ୍ରଣ ହରାଇ ଏକ ଲୋରୀ ସହିତ ଧକ୍କା ହୋଇଥିଲା। କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

ଏହାପୂର୍ବରୁ ବୁଧବାର ଦିନ ତାମିଲନାଡୁରେ ଦୁଇଟି ପୃଥକ ସଡ଼କ ଦୁର୍ଘଟଣାରେ ପ୍ରାୟ ୯ ଜଣଙ୍କ ମୃତ୍ୟୁ ଖବର ପ୍ରକାଶ ପାଇଥିଲା। ଅଧିକାରୀମାନେ ବୁଧବାର କହିଛନ୍ତି ଯେ, କଲପକ୍କମରେ ଗୋରୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ଏକ କାର ନିୟନ୍ତ୍ରଣ ହରାଇ ଗଛ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ କାରରେ ଯାତ୍ରା କରୁଥିବା ୫ ଜଣ ଯୁବକ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିଲେ। ଏହି ପାଞ୍ଚ ଜଣ ଯୁବକ ପୁଡୁଚେରୀରୁ ଫେରୁଥିଲେ। ଅନ୍ୟ ଏକ ଦୁର୍ଘଟଣାରେ ଚେନ୍ନାଇର ମଧୁରାମଗାମରେ ଏକ କାର ଓ ଟ୍ରକ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ କାରରେ ଯାତ୍ରା କରୁଥିବା ସମାନ ପରିବାରର ଚାରିଜଣ ସଦସ୍ୟଙ୍କର ମୃତ୍ୟୁ ଘଟିଛି।

accident chennai tamilnadu
Share. Facebook Twitter LinkedIn Email WhatsApp Copy Link

Related Posts

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026
Latest News

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.