Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଚାର ପାଇଁ ଓଡିଶା ଆସିବେ ଅଭିନେତ୍ରୀ ହେମାମାଳିନୀ, କରିବେ ରୋଡ ସୋ
ଆଜିର ଖବର

ପ୍ରଚାର ପାଇଁ ଓଡିଶା ଆସିବେ ଅଭିନେତ୍ରୀ ହେମାମାଳିନୀ, କରିବେ ରୋଡ ସୋ

May 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଚାର ପାଇଁ ଓଡିଶା ଆସିବେ ଅଭିନେତ୍ରୀ ହେମାମାଳିନୀ, କରିବେ ରୋଡ ସୋ

ଭୁବନେଶ୍ବର: ଆସନ୍ତାକାଲି ଓଡିଶା ପ୍ରଚାରରେ ଆସିବେ ଅଭିନେତ୍ରୀ ତଥା ସାଂସଦ ହେମାମାଳିନୀ। ଏ ନେଇ ଦଳ ତରଫରୁ ବେଶ ପ୍ରସ୍ତୁତି ଚାଲିଛି। ଚଳିତ ନିର୍ବାଚନରେ ବିଜେପି ବିଜେଡିକୁ କଡା ଟକ୍କର ଦେବା ପାଇଁ ଜୋରଦାର ପ୍ରୟାସ ଜାରୀ ରଖିଛି। ଫଳରେ କେନ୍ଦ୍ରରୁ ଗଣ୍ଡାଗଣ୍ଡା ନେତା ଓଡିଶା ପ୍ରଚାରରେ ଆସିବାରେ ଲାଗିଛନ୍ତି। ଖୋଦ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରମୁଖ ଆସି ପ୍ରଚାରରେ ଆସିସାରିଛନ୍ତି।

ସେହି ପରିପ୍ରେକ୍ଷୀରେ ଓଡିଶା ଆସୁଛନ୍ତି ଡ୍ରିମ ଗାର୍ଲ ହେମାମାଳିନୀ। ସେ ଆସନ୍ତାକାଲି ଶୁକ୍ରବାର ଦିନ ଭୁବନେଶ୍ବରରେ ପହଞ୍ଚିବେ। ସେ ଭୁବନେଶ୍ବର ଓ କଟକରେ ବିଶାଳ ଜନସଭାକୁ ସେ ଉଦବୋଧନ ଦେବେ। ଏଥିରେ ଉଭୟ ଲୋକସଭା ନିର୍ବାଚନ ମଣ୍ଡଳିର ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସେହିପରି ସେ ପିପିଲିରେ ଏକ ରୋଡ ସୋ କରିବେ ବୋଲି ଜଣାପଡିଛି।

odishaelection2024 ଓଡିଶା ନିର୍ବାଚନ 2024 ଓଡିଶା ପ୍ରଚାର ଓଡିଶାରେ ହେମାମାଳିନୀ ହେମାମାଳିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ୪ଟି ପ୍ରମୁଖ ବିଶ୍ବବିଦ୍ୟାଳୟର ନବନିଯୁକ୍ତ କୁଳପତି

April 16, 2026

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026

କୁଟନୈତିକ ସମ୍ପର୍କ ଜାରି: ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ ଏବଂ ଉନ୍ମୁକ୍ତ ରଖିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ

April 16, 2026

ମାଣ୍ଡ୍ୟାରେ ଶ୍ରୀକ୍ଷେତ୍ର ଆଦିଚୁଞ୍ଚନଗିରିରେ ଶ୍ରୀ ଭୈରବୈକ୍ୟ ମନ୍ଦିର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

April 16, 2026
Latest News

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ୪ଟି ପ୍ରମୁଖ ବିଶ୍ବବିଦ୍ୟାଳୟର ନବନିଯୁକ୍ତ କୁଳପତି

April 16, 2026

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026

କୁଟନୈତିକ ସମ୍ପର୍କ ଜାରି: ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ ଏବଂ ଉନ୍ମୁକ୍ତ ରଖିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ

April 16, 2026

ମାଣ୍ଡ୍ୟାରେ ଶ୍ରୀକ୍ଷେତ୍ର ଆଦିଚୁଞ୍ଚନଗିରିରେ ଶ୍ରୀ ଭୈରବୈକ୍ୟ ମନ୍ଦିର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

April 16, 2026

ଆଜି ୧୬ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.