Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ କଟିଲା ହାତ, ୩ ଅଭିଯୁକ୍ତ କୋର୍ଟ ଚାଲାଣ
ଆଜିର ଖବର

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ କଟିଲା ହାତ, ୩ ଅଭିଯୁକ୍ତ କୋର୍ଟ ଚାଲାଣ

May 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ଶ୍ମଶାନରେ ଗତ ୧୩ ତାରିଖ ଦିନ ସୁଶାନ୍ତ ଦାସ ନାମକ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ଯାହା ଫଳରେ ସୁଶାନ୍ତଙ୍କ ହାତ ଶରୀରରୁ ଅଲଗା ହୋଇ ତଳେ ପଡ଼ିଯାଇଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସୁଶାନ୍ତଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ପଠାଇଥିଲା। ଘଟଣାର ତଦନ୍ତ ଚଳାଇ ମୁଖ୍ୟ ଅଭିଯୁକ୍ତ ଅର୍ଜୁନ ଘଡେ଼ଇ, ତାଙ୍କ ମାଁ ସୁଜାତା ଘଡେ଼ଇ ଓ ସାଙ୍ଗ ଅମିତ୍ ନାୟକଙ୍କୁ ପୋଲିସ ଗିରଫ କରି ଭାରତୀୟ ପିଙ୍ଗଳ କୋଡ଼ ର ବିଭିନ୍ନ ଦଫାରେ କୋର୍ଟ ଚାଲାଣ କରିବା ସହ ୩ ଟି ଖଣ୍ଡା, ଦୁଇଟି ଜୀବନ୍ତ ବୋମା ଓ ଲୁହା ଛଡ଼ ଜବତ କରିଛି।

ଘଟଣାରୁ ଜଣାପଡିଛି ଯେ, କୁଠାରୀ ମନ୍ଦିର ସାହିର ଚେତନ ନାୟକ ସହ ଅଭିଯୁକ୍ତ ଅର୍ଜୁନଙ୍କ ପୁର୍ବରୁ ଶତୃତା ଥିଲା ଓ ଘଟଣା ଦିନ ଅର୍ଜୁନ ଓ ଅମିତ୍ ଚେତନଙ୍କୁ ଅପହରଣ କରି ହତ୍ୟା କରିବା ନିମନ୍ତେ ଶ୍ମଶାନକୁ ନେଇଥିଲେ। ଖବର ପାଇ ଚେତନଙ୍କ ସାଙ୍ଗ ସୁଶାନ୍ତ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ମାନଙ୍କ ଠାରୁ ଚେତନଙ୍କୁ ଫେରାଇ ଆଣିବାକୁ ଚେଷ୍ଟା କଲା ବେଳେ ସେ ନିଜେ ଆକ୍ରମଣର ଶୀକାର ହୋଇଥିଲେ। ଏବଂ ନିଜର ଗୋଟିଏ ହାତ ହରାଇଥିଲେ।

କୋର୍ଟ ଚାଲାଣ ସଂଘବଦ୍ଧ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.