Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଳଦିଆ ପଦର ଜାତୀୟ ରାଜପଥ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
ଆଜିର ଖବର

ହଳଦିଆ ପଦର ଜାତୀୟ ରାଜପଥ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

May 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ହଳଦିଆ ପଦର ଜାତୀୟ ରାଜପଥ ନିକଟରେ ଥିବା ଏକ ନିର୍ମାଣଧିନ ଘର ନିକଟସ୍ଥ ଲତାବୁଦାରେ ଏକ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଖବର ପାଇ ଘଟଣା ସ୍ଥଳେ ଗୋଷାଣୀନୂଆ ଗାଁ ଥାନା ପୁଲିସ ପହଁଞ୍ଚି ତଦନ୍ତ କରୁଥିବା ଦେଖିବାକୁ ମିଳିଛି।

ଘଟଣାସ୍ଥଳରୁ ଜଣାପଡିଛି ଯେ, ଶବଟି ଦୁଇ ତିନିଦିନ ପୂର୍ବର ଓ ପଚି ଯାଇଥିବାରୁ ତାକୁ ଚିହ୍ନି ହେଉନାହିଁ। ତଥାପି ତାର ବୟସ ୩୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

ଅଜଣା ଯୁବକ ଗଞ୍ଜାମ ଜିଲ୍ଲା ମୃତଦେହ ଉଦ୍ଧାର ହଳଦିଆ ପଦର
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.