Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଏନ୍‌ସିସି ଛାତ୍ରଛାତୀମାନଙ୍କ ଦ୍ୱାରା ରକ୍ତଦାନ ଶିବିର ଆୟୋଜିତ
ଆଜିର ଖବର

ସୋଆ ଏନ୍‌ସିସି ଛାତ୍ରଛାତୀମାନଙ୍କ ଦ୍ୱାରା ରକ୍ତଦାନ ଶିବିର ଆୟୋଜିତ

May 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଗୁରୁବାର ଦିନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି।

ଏହି ଶିବିରକୁ କଟକ ଏନ୍‌ସିସି ଗ୍ରୁପ୍ କମାଣ୍ଡର କର୍ଣ୍ଣେଲ୍ ସତ୍ୟବତ୍ର ସ୍ୱାଇଁ ଉଦ୍‌ଘାଟନ କରିଥିଲେ।

ଏହି ଶିବିରରେ ସୋଆ ଏନ୍‌ସିସି କ୍ୟାଡେଟ୍ ମାନଙ୍କ ସମେତ ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ। ମୋଟ୍ ୧୦୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।

ଏହି ଶିବିରରେ ଆଇଟିଇଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସୋଆ ଏନ୍‌ସିସିର ପ୍ରଫେସର ଇନ୍‌ଚାର୍ଜ ଡକ୍ଟର ସତୀଶ କୁମାର ସାମଲ, ଏନ୍‌ସିସି ବାଳିକା ୟୁନିଟ୍‌ର କେୟାର୍ ଟେକର୍ ଅଫିସର୍ (ସିଟିଓ) ଡକ୍ଟର ରିମା ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ।

ରକ୍ତଦାନ ଶିବିର ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ସକାଳୁଆ ସ୍କୁଲ ପାଇଁ ଦାବି କଲା ଓଷ୍ଟା

June 18, 2026

ରେଢ଼ାଖୋଲରେ ଚୋରି ମାମଲାର ପର୍ଦ୍ଦାଫାଶ: ୨ ଗିରଫ, ବିପୁଳ ସାମଗ୍ରୀ ଜବତ

June 18, 2026

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026

ପୁରୀ ଷ୍ଟେସନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ ହେଲା ଏହି ଟ୍ରେନ

June 18, 2026
Latest News

ସକାଳୁଆ ସ୍କୁଲ ପାଇଁ ଦାବି କଲା ଓଷ୍ଟା

June 18, 2026

ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

June 18, 2026

ରେଢ଼ାଖୋଲରେ ଚୋରି ମାମଲାର ପର୍ଦ୍ଦାଫାଶ: ୨ ଗିରଫ, ବିପୁଳ ସାମଗ୍ରୀ ଜବତ

June 18, 2026

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026

ପୁରୀ ଷ୍ଟେସନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ ହେଲା ଏହି ଟ୍ରେନ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.