Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ମିଶିଲେ ଶତାଧିକ ବିଜେପି କର୍ମୀ
ଆଜିର ଖବର

ବିଜେଡ଼ିରେ ମିଶିଲେ ଶତାଧିକ ବିଜେପି କର୍ମୀ

May 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: କୁଜଙ୍ଗ ବ୍ଲକ୍ ବିଜୁ ଜନତା ଦଳ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବିଜେପିର ଓବିସି ମୋର୍ଚ୍ଚା ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ତଥା ଦୃଢ଼ ସଂଗଠକ ବିଜୟ କୁମାର ଗୁରୁଙ୍କ ସମେତ କୁଜଙ୍ଗ ପଂଚାୟତ ଜଗନ୍ନାଥପୁର ଗ୍ରାମର ଶତାଧିକ ବିଜେପି କର୍ମୀ ବିରାଟ ପଟୁଆରରେ ଆସି ଦଳିୟ କାର୍ଯ୍ୟାଳୟରେ ବିଧିବଦ୍ଧଭାବେ ଦଳରେ ଯୋଗଦେଇଛନ୍ତି। କୁଜଙ୍ଗ ବ୍ଲକ୍ ବିଜୁ ଜନତାଦଳ ପ୍ରଚାର କମିଟି ଅଧ୍ୟକ୍ଷ ରଘୁନାଥ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ପାରାଦ୍ୱୀପ ବିଧାୟକ ଅତିଥିଭାବେ ଯୋଗଦେଇଥିଲେ।

ଏହି ଅବସରରେ ବିଧିବଦ୍ଧଭାବେ ବିଜେପି ଛାଡ଼ି ଜିଲ୍ଲା ଓବିସି ମୋର୍ଚ୍ଚା କାର୍ଯ୍ୟକାରୀ ସଦସ୍ୟ ବିଜୟ କୁମାର ଗୁରୁ, ବିଜେପି ସମର୍ଥିତ ସରପଂଚ ପ୍ରାର୍ଥିନୀ ମଧୁସ୍ମିତା ଗୁରୁ, ୱାର୍ଡ଼ ସଭ୍ୟା ସବିତା ମଲ୍ଲିକ୍‌, ଅଜୟ କୁମାର ଗୁରୁଙ୍କ ସମେତ ତାଙ୍କର ଶତାଧିକ ସମର୍ଥକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିତୀ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଧିବଦ୍ଧଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ଉକ୍ତ ମିଶ୍ରଣ ଉତ୍ସବରେ ପାରାଦ୍ୱୀପ ବିଧାୟକ ଶ୍ରୀ ରାଉତରାୟଙ୍କ ସମେତ କୁଜଙ୍ଗ ସରପଂଚ ବନ୍ଦିତା ଦାସ, ବ୍ଲକ୍ ବିଜେଡ଼ି ସଭାପତି ନରେନ୍ଦ୍ର ପରିଡ଼ା, ଜିଲ୍ଲା ସାଧାରଣ ସଂପାଦକ ମନିନ୍ଦ୍ର ଗୁରୁ ପ୍ରମୁଖ ଉପସ୍ଥିତ ରହି ନୂତନ କର୍ମକର୍ତାଙ୍କୁ ଉତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ। ପରିଶେଷରେ କୁଜଙ୍ଗ ପଂଚାୟତ କାର୍ଯ୍ୟକାରୀ ସଭାପତି ତଥା ବ୍ଲକ୍ ବିଜେଡ଼ି ସାଧାରଣ ସଂପାଦକ ବିଚିତ୍ରାନନ୍ଦ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ।

କୁଜଙ୍ଗ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026
Latest News

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.