Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»’ନଚ୍‌ ବଲିୟେ’ରେ ବକ୍ସର ଯୋଡ଼ି ଗୀତା-ପଓ୍ବନ
ଆଜିର ଖବର

’ନଚ୍‌ ବଲିୟେ’ରେ ବକ୍ସର ଯୋଡ଼ି ଗୀତା-ପଓ୍ବନ

June 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସେଲିବ୍ରିଟି ଡ୍ୟାନ୍ସ ରିଅଲିଟି ଶୋ’ ‘ନଚ୍‌ ବଲିୟେ’ର ସିଜିନ୍‌ ୯ ବହୁତ ଶୀଘ୍ର ଆରମ୍ଭ ହେବାକୁ ଯାଉଛି । ଏହି ଶୋ’ର ପ୍ରସ୍ତୁତି ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ । ଏହି ସିଜିନ୍‌ରେ ମ୍ୟାରେଡ୍‌ କପଲ୍ସଙ୍କ ସହ ପ୍ରଥମ ଥର ଏକ୍ସ କପଲ୍‌ଙ୍କୁ ମଧ୍ୟ ଦେଖିବାକୁ ମିଳିବ । ଏହି ସିଜିନ୍‌ ପାଇଁ ବହୁ ସେଲିବ୍ରିଟିଙ୍କ ନା ଶୁଣିବାକୁ ମିଳିଥିବାବେଳେ ଏହି  ଲିଷ୍ଟରେ ସାମିଲ୍‌ ହୋଇଛନ୍ତି ବକ୍ସର ଗୀତା ଫାଗୋଟ୍‌ ଓ ପଓ୍ବନ କୁମାର । ଏହି ଦୁଇ ବକ୍ସର ଯୋଡ଼ି ବହୁତ ଶୀଘ୍ର ଏହାର ପ୍ରମୋ ଶୁଟିଂ କରିବେ । ପ୍ରଥମ ଥର ପାଇଁ ନଚ୍‌ବଲିୟେ ଶୋ’ରେ ଦୁଇ ବକ୍ସରଙ୍କୁ ଦେଖିବାକୁ ମିଳିବ । ପୂର୍ବରୁ ଗୀତା କଲର୍ସ ଚ୍ୟାନେଲ୍‌ରେ ପ୍ରସାରିତ ହେଉଥିବା ଲୋକପ୍ରିୟ ରିଅଲିଟି ଶୋ’ ’ଖତରୋଁ କେ ଖିଲାଡି’ରେ ଅଂଶଗ୍ରହଣ କରିଛନ୍ତି । ଏହି ସିଜିନ୍‌କୁ ବଲିଉଡ୍‌ ଦବଙ୍ଗ ଖାନ୍‌ ସଲମାନ ଖାନ୍‌ ପ୍ରଯୋଜନା କରୁଥିବାବେଳେ ଲୋକପ୍ରିୟ ଟେଲି ଅଭିନେତ୍ରୀ ଜେନିଫର୍‌ ଓ୍ବିଙ୍ଗେଟ୍‌ ଓ ଅଭିନେତା ସୁନୀଲ୍‌ ଗ୍ରୋଭର୍‌ ହୋଷ୍ଟ କରିବେ ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ମ ଟି-୨୦ ମ୍ୟାଚ୍: ଜାଣନ୍ତୁ ବ୍ରିସବେନ ଗ୍ରାଉଣ୍ଡର ରେକର୍ଡ

November 7, 2025

ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ରେଳ ଷ୍ଟେସନରୁ ହଟିବେ ବୁଲା କୁକୁର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

November 7, 2025

ଭାରତୀୟ ବ୍ୟାଙ୍କଗୁଡ଼ିକ ଦଶ ବର୍ଷ ପୂର୍ବ ଅପେକ୍ଷା ଅଧିକ ପରିପକ୍ୱ: ଆରବିଆଇ ଗଭର୍ଣ୍ଣର

November 7, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ବାରାଣସୀ ଗସ୍ତ: ଚାରୋଟି ବନ୍ଦେ ଭାରତ ଟ୍ରେନର କରିବେ ଶୁଭାରମ୍ଭ

November 7, 2025
Jindal Ads
BJP Ads
Latest News

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ମ ଟି-୨୦ ମ୍ୟାଚ୍: ଜାଣନ୍ତୁ ବ୍ରିସବେନ ଗ୍ରାଉଣ୍ଡର ରେକର୍ଡ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025

ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ରେଳ ଷ୍ଟେସନରୁ ହଟିବେ ବୁଲା କୁକୁର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

November 7, 2025

ଭାରତୀୟ ବ୍ୟାଙ୍କଗୁଡ଼ିକ ଦଶ ବର୍ଷ ପୂର୍ବ ଅପେକ୍ଷା ଅଧିକ ପରିପକ୍ୱ: ଆରବିଆଇ ଗଭର୍ଣ୍ଣର

November 7, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ବାରାଣସୀ ଗସ୍ତ: ଚାରୋଟି ବନ୍ଦେ ଭାରତ ଟ୍ରେନର କରିବେ ଶୁଭାରମ୍ଭ

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.