Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଏକତା ପରିଷଦ ଟ୍ରଷ୍ଟର ପ୍ରତିଷ୍ଠାତା ମୁଖ୍ୟଙ୍କୁ ସମ୍ମାନିତ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ
ଆଜିର ଖବର

ବାଣପୁର ଏକତା ପରିଷଦ ଟ୍ରଷ୍ଟର ପ୍ରତିଷ୍ଠାତା ମୁଖ୍ୟଙ୍କୁ ସମ୍ମାନିତ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

May 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଭାରତର ସିଆଇଆଇ ଫାଉଣ୍ଡେସନ ଦିଲ୍ଲୀ ପକ୍ଷରୁ ଦୀର୍ଘ ତିରିଶ ବର୍ଷ ଧରି ଗ୍ରାମୀଣ ଆଦିବାସୀ ଅଞ୍ଚଳରେ କାର୍ଯ୍ୟରତ ଏକତା ପରିଷଦ ଟ୍ରଷ୍ଟର ପ୍ରତିଷ୍ଠାତା ମୁଖ୍ୟ ସନ୍ଧ୍ୟା ଦେବୀଙ୍କୁ ମହିଳା ଏକ୍ସଜାମପ୍ଲେୟାର ଗ୍ରାମୀଣ ମହିଳା ନେତୃତ୍ୱ କର୍ତ୍ତା ଭାବରେ ଦିଲ୍ଲୀ ଠାରେ ସମ୍ମାନିତ କରାଯାଇଅଛି। ଚଳିତ ବର୍ଷ ଭାରତର ୧୫ ଜଣ ମୁଖ୍ୟ ମହିଳା ନେତୃତ୍ୱ କର୍ତ୍ତାଙ୍କ ମଧ୍ୟରେ ସନ୍ଧ୍ୟାଦେବୀ ସ୍ଥାନ ପାଇଛନ୍ତି। ଦିଲ୍ଲୀଠାରେ ଏକ ଭଵ୍ୟ ସମାରୋହରେ ଦେଶର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଏହି ସମ୍ମାନ ପ୍ରଦାନ କରାଯାଇଛି।

ଖୋର୍ଦ୍ଧା ଜିଲ୍ଲା ବାଣପୁର ମାଟିର ଝିଅ ଗ୍ରାମୀଣ ସ୍ତରରୁ ଯାଇ ଏହି ଶ୍ରେଷ୍ଠ ସମ୍ମାନ ପାଇଥିବାରୁ ବାଣପୁର ପାଇଁ ସେ ଗର୍ବିତ ବୋଲି ପ୍ରକାଶ କରିଛନ୍ତି। ଏହି ସମ୍ମାନ ପାଇଁ ଯେଉଁମାନେ ତାଙ୍କ ନାମକୁ ପ୍ରସ୍ତାବିତ କରିଥିଲେ ଓ ସହଯୋଗ ସମର୍ଥନ କରିଥିଲେ ସମସ୍ତଙ୍କୁ ସେ ଧନ୍ୟବାଦ ସହ କୃତଜ୍ଞତା ଜଣାଇଛନ୍ତି।

ଏକତା ପରିଷଦ ଟ୍ରଷ୍ଟ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026
Latest News

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.