Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ବିଧାୟକ ବୈଠକ ଶେଷ, ଚୟନ ହୋଇପାରିଲା ନାହିଁ ବିରୋଧୀ ଦଳ ନେତା
ଆଜିର ଖବର

ବିଜେପି ବିଧାୟକ ବୈଠକ ଶେଷ, ଚୟନ ହୋଇପାରିଲା ନାହିଁ ବିରୋଧୀ ଦଳ ନେତା

June 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବରର ରାଜ୍ୟ କାର୍ଯ୍ୟାଳୟଠାରେ ବିଜେପିର ବିଧାୟକ ଦଳ ବୈଠକ ଶେଷ ହୋଇଛି । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସରୋଜ ପଣ୍ଡାଙ୍କ ଉପସ୍ଥିତିରେ ଏହି ବୈଠକ କରାଯାଇଥିଲେ । ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରଭାରୀ ଅରୁଣ ସିଂହ ମଧ୍ୟ ଉପସ୍ଥିତ ରହିଥିଲେ । କିନ୍ତୁ ବିରୋଧୀ ଦଳ ନେତା ଚୟନ ହୋଇପାରିଲା ନାହିଁ । ଦିନେ ଦୁଇ ଦିନ ଭିତରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଷ୍ପତ୍ତି ନେବେ ବୋଲି ଜଣାପଡିଛି ।  ବୈଠକ ପରେ ଏହି ସମ୍ବନ୍ଧୀୟ ସୂଚନା ଦେଇଛନ୍ତି ବିଧାୟକ ବିଷ୍ଣୁଚରଣ ସେଠୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.