Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରଗଡରେ ଶାଢୀ ବାଣ୍ଟୁଛି ବିଜେପି, ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲା ବିଜେଡି
ଆଜିର ଖବର

ବରଗଡରେ ଶାଢୀ ବାଣ୍ଟୁଛି ବିଜେପି, ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲା ବିଜେଡି

May 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରଗଡ ବିଧାନସଭାରେ ଶାଢୀ ବାଣ୍ଟୁଛି ବିଜେପି, ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲା ବିଜେଡି

ଭୁବନେଶ୍ବର: ବିଜେପି ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ଅଭିଯୋଗ ଆଣିଛି ବିଜେଡି। ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି କର୍ମୀ ଭୋଟରଙ୍କୁ ଶାଢୀ ବାଣ୍ଟୁଥିବାର ଅଭିଯୋଗ କରିଛି ବିଜେଡି। ଏ ନେଇ ବିଜେଡି ତରଫରୁ ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛି।

ଏଥିରେ କୁହାଯାଇଛି ଯେ, ବରଗଡରେ ସୋମବାରରେ ନିର୍ବାଚନ ପାଇଁ ବର୍ତ୍ତମାନ ପ୍ରଚାର ବନ୍ଦ ଅଛି। ହେଲେ ଏହି ନିରବ ସମୟରେ ବିଜେପି କର୍ମୀ ଭୋଟରଙ୍କୁ ଶାଢୀ ବାଣ୍ଟୁଥିବାର ପ୍ରମାଣ ମିଳିଛି। ଏହା ନିର୍ବାଚନ ଆଚରଣ ବିଧିର ସଂପୂର୍ଣ୍ଣ ଉଲ୍ଲଘନ ବୋଲି ବିଜେଡି କହିଛି। ଏହା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠା ଗ୍ରହଣ କରାଯାଉ ବୋଲି ଦଳ ଦାବୀ କରିଛି।

odishaelection2024 ଓଡିଶା ନିର୍ବାଚନ ଓଡିଶା ନିର୍ବାଚନ 2024 ବରଗଡ ବିଜେଡି ଅଭିଯୋଗ ଭୋଟରଙ୍କୁ ଶାଢୀ ଶାଢୀ ବାଣ୍ଟିବା ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025
Latest News

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ: ପଢନ୍ତୁ ତାଲିକା

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.