Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରଗଡରେ ଶାଢୀ ବାଣ୍ଟୁଛି ବିଜେପି, ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲା ବିଜେଡି
ଆଜିର ଖବର

ବରଗଡରେ ଶାଢୀ ବାଣ୍ଟୁଛି ବିଜେପି, ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲା ବିଜେଡି

May 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରଗଡ ବିଧାନସଭାରେ ଶାଢୀ ବାଣ୍ଟୁଛି ବିଜେପି, ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲା ବିଜେଡି

ଭୁବନେଶ୍ବର: ବିଜେପି ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ଅଭିଯୋଗ ଆଣିଛି ବିଜେଡି। ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି କର୍ମୀ ଭୋଟରଙ୍କୁ ଶାଢୀ ବାଣ୍ଟୁଥିବାର ଅଭିଯୋଗ କରିଛି ବିଜେଡି। ଏ ନେଇ ବିଜେଡି ତରଫରୁ ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛି।

ଏଥିରେ କୁହାଯାଇଛି ଯେ, ବରଗଡରେ ସୋମବାରରେ ନିର୍ବାଚନ ପାଇଁ ବର୍ତ୍ତମାନ ପ୍ରଚାର ବନ୍ଦ ଅଛି। ହେଲେ ଏହି ନିରବ ସମୟରେ ବିଜେପି କର୍ମୀ ଭୋଟରଙ୍କୁ ଶାଢୀ ବାଣ୍ଟୁଥିବାର ପ୍ରମାଣ ମିଳିଛି। ଏହା ନିର୍ବାଚନ ଆଚରଣ ବିଧିର ସଂପୂର୍ଣ୍ଣ ଉଲ୍ଲଘନ ବୋଲି ବିଜେଡି କହିଛି। ଏହା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠା ଗ୍ରହଣ କରାଯାଉ ବୋଲି ଦଳ ଦାବୀ କରିଛି।

odishaelection2024 ଓଡିଶା ନିର୍ବାଚନ ଓଡିଶା ନିର୍ବାଚନ 2024 ବରଗଡ ବିଜେଡି ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.