Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା କାଲି ଠାରୁ ବଜେଟ ଅଧିବେଶନ, ଆଜି ହେବ ସର୍ବଦଳୀୟ ବୈଠକ
ଆଜିର ଖବର

ଆସନ୍ତା କାଲି ଠାରୁ ବଜେଟ ଅଧିବେଶନ, ଆଜି ହେବ ସର୍ବଦଳୀୟ ବୈଠକ

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ। ଏହା ପୂର୍ବରୁ  ସର୍ବାଦଳୀୟ ବୈଠକ ଅନୁଷ୍ଟିତ ହେବ । ଆଜି ସକାଳ ୧୧ଘଟିକାରେ ଏହି ବୈଠକ ଅନୁଷ୍ଠିତ ହେବ।  ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଜେଡ଼ି ବିଧାୟକ ଦଳ ବୈଠକ ଅନୁଷ୍ଟିତ ହୋଇଯାଇଛି। ଏହି ବୈଠକରେ ବିଧାନସଭାରେ ଦଳୀୟ ରଣନୀତି ପ୍ରସଙ୍ଗ ରେ ଆଲୋଚନା ହୋଇଛି।  ଗୃହରେ ସମସ୍ତ ପ୍ରସଙ୍ଗରେ ଆଲୋଚନା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ। କେନ୍ଦ୍ର ସରକାରଙ୍କଠାରୁ ସମସ୍ତ ପ୍ରକାର ସହଯୋଗ ଆଶା କରିବା ସହିତ ନିର୍ବାଚନ ବେଳେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026
Latest News

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ବେଆଇନ ଏଲପିଜି ମହଜୁଦ ଏବଂ କଳାବଜାର ରୋକିବା ପାଇଁ ଚଢାଉ ଜାରି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.