Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»OdishaElection2024: ଦିନ ୧୧ଟା ସୁଦ୍ଧା ଓଡିଶାରେ ୨୧.୦୭ ପ୍ରତିଶତ ମତଦାନ
ଆଜିର ଖବର

OdishaElection2024: ଦିନ ୧୧ଟା ସୁଦ୍ଧା ଓଡିଶାରେ ୨୧.୦୭ ପ୍ରତିଶତ ମତଦାନ

May 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
OdishaElection2024

OdishaElection2024: ଓଡିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତି ଶୃଙ୍ଖଳା ମଧ୍ୟରେ ଚାଲିଛି। ପ୍ରବଳ ଖରା ସତ୍ବେ ଭୋଟରମାନେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରୁଥିବାର ପରିଲକ୍ଷିତ ହୋଇଛି। ଓଡିଶା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଅନୁସାରେ ଆଜି ଦିନ ୧୧ଟା ସୁଦ୍ଧା ଓଡିଶାରେ ୨୧.୦୭ ପ୍ରତିଶତ ମତଦାନ ହୋଇଛି।

ସୂଚନା ମୁତାବକ ଝାରସୁଗୁଡାରେ ସର୍ବାଧିକ ୨୫.୩୨ ପ୍ରତିଶତ ମତଦାନ ହୋଇଥିବା ବେଳେ ବଲାଙ୍ଗୀରରେ ସର୍ବନିମ୍ନ ମତଦାନ ୧୭.୧୬ ପ୍ରତିଶତ ହୋଇଛି । ସେହିପରି ବରଗଡରେ ୨୨.୦୬ ପ୍ରତିଶତ, ବୌଦ୍ଧରେ ୨୧.୭୫ ପ୍ରତିଶତ, ଗଞ୍ଜାମରେ ୨୧.୯୮ ପ୍ରତିଶତ, କନ୍ଧମାଳରେ ୧୯.୩୫ ପ୍ରତିଶତ, ନୟାଗଡରେ ୨୦,୯୭ ପ୍ରତିଶତ, ସୁବର୍ଣ୍ଣପୁରରେ ୨୦ ପ୍ରତିଶତ ମତଦାନ ହୋଇଛି।

2nd phase odishaelection2024 ଓଡିଶା ନିର୍ବାଚନ 2024 ଦ୍ବିତୀୟ ପର୍ଯ୍ୟାୟ ମତଦାନ ଭୋଟ ପ୍ରତିଶତ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.