Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରୁ ବହିସ୍କୃତ ହେଲେ ବରିଷ୍ଠ ନେତା ଖାରବେଳ ସ୍ବାଇଁ, ସମୀର ଦାଶଙ୍କୁ ମିଳିଲା ନୂଆ ଦାୟିତ୍ବ
ଆଜିର ଖବର

ବିଜେପିରୁ ବହିସ୍କୃତ ହେଲେ ବରିଷ୍ଠ ନେତା ଖାରବେଳ ସ୍ବାଇଁ, ସମୀର ଦାଶଙ୍କୁ ମିଳିଲା ନୂଆ ଦାୟିତ୍ବ

May 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରୁ ବହିସ୍କୃତ ହେଲେ ବରିଷ୍ଠ ନେତା ଖାରବେଳ ସ୍ବାଇଁ, ସମୀର ଦାଶଙ୍କୁ ମିଳିଲା ନୂଆ ଦାୟିତ୍ବ

ଭୁବନେଶ୍ବର: ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପିର ବରିଷ୍ଠ ନେତା ଖାରବେଳ ସ୍ବାଇଁଙ୍କୁ ଦଳରୁ ବହିସ୍କାର କରାଯାଇଛି। ଏ ନେଇ ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେ ଚଳିତ ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ତାଙ୍କୁ ଦଳ ବହିସ୍କାର କରିଛି। ଶ୍ରୀ ସ୍ୱାଇଁଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ ଓ ବରିର କବିର ଦାସଙ୍କୁ ଦଳରୁ ବହିଷ୍କାର କରାଯାଇଛି ବୋଲି ଜଣାପଡ଼ିଛି।

ସେହିପରି ନିକଟରେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିବା ନିମାପଡା ବିଧାୟକ ସମୀର ରଂଜନ ଦାଶଙ୍କୁ ଦଳ ନୂଆ ଦାୟିତ୍ବ ପ୍ରଦାନ କରିଛି। ତାଙ୍କୁ ଦଳ ମୁଖପାତ୍ର ଭାବେ ନିଯୁକ୍ତି ପ୍ରଦାନ କରିଛି। ସେହିପରି ସମୀରଙ୍କୁ ମଧ୍ୟ କାକଟପୁର, ନିମାପଡ଼ା, ପିପିଲି ଓ ସତ୍ୟବାଦୀ ବିଧାନସଭା ଆସନର ନିର୍ବାଚନ ପରିଚାଳନା ପର୍ଯ୍ୟବେକ୍ଷକ ଦାୟିତ୍ୱ ପ୍ରଦାନ କରାଯାଇଛି। ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଏହି ନୂଆ ଦାୟିତ୍ବ ଦିଆଯାଇଛି ବୋଲି ଏକ ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ନାଲକୋର ପୂର୍ବତନ ଅଧ୍ୟକ୍ଷ ତପନ ଚାନ୍ଦଙ୍କୁ ମଧ୍ୟ ମୁଖପାତ୍ର ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି।

ଓଡିଶା ନିର୍ବାଚନ 2024 ବିଜେପିରୁ ବହିସ୍କୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଓମଫେଡ୍ ଗ୍ରାହକଙ୍କୁ ଝଟକା, ୪ ଟଙ୍କା ଯାଏ ବଢ଼ିବ କ୍ଷୀର ଦର

October 2, 2026

ଷ୍ଟକ୍ ବଜାରରେ ହାହାକାର! ୮ ସପ୍ତାହ ଧରି ଲଗାତାର କ୍ଷତି, ଜାଣନ୍ତୁ କାହିଁକି ଖସୁଛି ସେନସେକ୍ସ-ନିଫ୍ଟି

October 2, 2026

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026
Latest News

ଓମଫେଡ୍ ଗ୍ରାହକଙ୍କୁ ଝଟକା, ୪ ଟଙ୍କା ଯାଏ ବଢ଼ିବ କ୍ଷୀର ଦର

October 2, 2026

ଷ୍ଟକ୍ ବଜାରରେ ହାହାକାର! ୮ ସପ୍ତାହ ଧରି ଲଗାତାର କ୍ଷତି, ଜାଣନ୍ତୁ କାହିଁକି ଖସୁଛି ସେନସେକ୍ସ-ନିଫ୍ଟି

October 2, 2026

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026

ହାଡ଼ ଦୁର୍ବଳ ହୋଇଯାଉଛି କି? ଜୀବନଶୈଳୀରେ କରନ୍ତୁ ଏହି ୭ଟି ପରିବର୍ତ୍ତନ

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.