Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ମନେ ପକାଇଲେ ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ: ସେୟାର କଲେ ଫଟୋ
ଆଜିର ଖବର

ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ମନେ ପକାଇଲେ ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ: ସେୟାର କଲେ ଫଟୋ

May 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଚାର୍ଯ୍ୟ ପ୍ରମୋଦ
ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଆଚାର୍ଯ୍ୟ ପ୍ରମୋଦ: ରାହୁଲ ଗାନ୍ଧୀଙ୍କୁ କହିଲେ, "ଅସଭ୍ୟ ଲୋକଙ୍କ ରାଜା"

ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ ରାହୁଲ ଗାନ୍ଧୀଙ୍କ ପିତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ସ୍ମରଣ କରିଛନ୍ତି। ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ ସୋସିଆଲ ମିଡିଆ ସାଇଟ୍ X ରେ ଏକ ଫଟୋ ସେୟାର କରି ରାଜୀବଙ୍କୁ ମନେ ପକାଇଛନ୍ତି।

ସେ ଲେଖିଛନ୍ତି ଯେ, ଜଣେ ଉତ୍କୃଷ୍ଟ ବ୍ୟକ୍ତିତ୍ୱ ଏବଂ ପ୍ରତ୍ୟେକ ହୃଦୟ ପାଇଁ ପ୍ରିୟ ନେତା, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଦିବଙ୍ଗତ ରାଜୀବ ଗାନ୍ଧୀ ଜୀଙ୍କ ପୁଣ୍ୟତିଥିରେ ସାଦର ସ୍ମରଣ।

ଏହାପୂର୍ବରୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ପୂର୍ବତନ ସଭାପତି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳର ଅନେକ ନେତା ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପୁନୀତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋନିଆ ଗାନ୍ଧୀ, ଖଡଗେ, ରାହୁଲ ଗାନ୍ଧୀ ଏବଂ ଅନ୍ୟ କିଛି କଂଗ୍ରେସ ନେତା ରାଜୀବ ଗାନ୍ଧୀଙ୍କ ସମାଧିସ୍ଥଳ ‘ବେର ଭୁମି’ ଯାଇ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Acharya Pramod Krishnam rahul gandhi Rajiv Gandhi UP news
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026
Latest News

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.