Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟର୍ବୁଲାନ୍ସରେ ଫସିଲା ବିମାନ, ଜରୁରୀକାଳୀନ ଅବତରଣ ସମୟରେ ୧ ମୃତ, ୩୦ ଆହତ
ଆଜିର ଖବର

ଟର୍ବୁଲାନ୍ସରେ ଫସିଲା ବିମାନ, ଜରୁରୀକାଳୀନ ଅବତରଣ ସମୟରେ ୧ ମୃତ, ୩୦ ଆହତ

May 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିମାନ ଯାତ୍ରା
ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

ନୂଆଦିଲ୍ଲୀ: ଖରାପ ପାଗ ଯୋଗୁଁ ଲଣ୍ଡନରୁ ସିଙ୍ଗାପୁର ଅଭିମୁଖେ ଯାତ୍ରା କରୁଥିବା ସିଙ୍ଗାପୁର ଏୟାରଲାଇନ୍ସର ବିମାନରେଟର୍ବୁଲାନ୍ସ ଯୋଗୁଁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ରଏଟର୍ସ ରିପୋର୍ଟ ଅନୁଯାୟୀ, ସିଙ୍ଗାପୁର ଏୟାରଲାଇନ୍ସର ଅଧିକାରୀମାନେ କହିଛନ୍ତି ଯେ, ସିଙ୍ଗାପୁର ଏୟାରଲାଇନ୍ସର ବିମାନ SQ321 ହିଥ୍ରୋ ବିମାନବନ୍ଦରରୁ ସିଙ୍ଗାପୁର ଅଭିମୁଖେ ଯାତ୍ରା କରୁଥିବାବେଳେ ବିମାନ ଉଡ଼ାଣରେ ଟର୍ବୁଲାନ୍ସ ଦେଖାଦେଇଥିଲା। ଏହି କାରଣରୁ ବିମାନଟି ସ୍ଥାନୀୟ ସମୟ ଅପରାହ୍ନ 3: 45 ରେ ବ୍ୟାଙ୍କକକ୍ ରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିଲା।

ଜରୁରୀକାଳୀନ ଅବତରଣ କରିବା ସମୟରେ ବୋଇଙ୍ଗ 777-300ER ବିମାନ 211 ଯାତ୍ରୀ ଏବଂ 18 ଜଣ କ୍ରୁ ସଦସ୍ୟଙ୍କ ସହ ଲଣ୍ଡନରୁ ସିଙ୍ଗାପୁର ଅଭିମୁଖେ ଯାତ୍ରା କରୁଥିଲେ।

ଏୟାର ଟର୍ବୁଲାନ୍ସ କ’ଣ?

ବାସ୍ତବରେ, ବିମାନ ଉଡ଼ାଣ ସମୟରେ ବାୟୁ ଚାପ ଏବଂ ଗତିର ହଠାତ୍ ପରିବର୍ତ୍ତନ ହେଲେ ଏୟାର ଟର୍ବୁଲାନ୍ସ କୁହାଯାଏ। ଏହି କାରଣରୁ, ବିମାନକୁ ଝଟକା ଲାଗେ ଏବଂ ଏହା ଆକାଶରେ ଉପର-ତଳ ହେବାକୁ ଲାଗେ। ଏୟାର ଟର୍ବୁଲାନ୍ସରେ ବିମାନରେ ବସିଥିବା ଯାତ୍ରୀମାନେ ଛୋଟ ଧକ୍କା ଠାରୁ ଆରମ୍ଭ କରି ଶକ୍ତିଶାଳୀ ଏବଂ ଦୀର୍ଘ ସମୟ ପର୍ଯ୍ୟନ୍ତ ଝଟକା ଅନୁଭବ କରିପାରନ୍ତି। ଏପରି ପରିସ୍ଥିତିରେ ବିମାନକୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ କଷ୍ଟକର ହୋଇଯାଏ। ଏହି କାରଣରୁ ବିମାନଟି ଦୁର୍ଘଟଣା ମଧ୍ୟ ହୋଇପାରେ।

Airline emergency Emergency Landing flight
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026
Latest News

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.