Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀର୍ଘ ଦିନ ପ୍ରତୀକ୍ଷାରେ ଲାଗିବ ବିରାମ!: ୨୬ ରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ
ଆଜିର ଖବର

ଦୀର୍ଘ ଦିନ ପ୍ରତୀକ୍ଷାରେ ଲାଗିବ ବିରାମ!: ୨୬ ରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

May 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଯୁକ୍ତ ୨ ପିଲାମାନଙ୍କ ପାଇଁ ବଡ ଖବର। ବହୁ ଦିନ ପ୍ରତୀକ୍ଷାରେ ବିରାମ ଲାଗିବ। ଏଣିକି ପରୀକ୍ଷା ଫଳ ଘୋଷଣା ହେବା ନେଇ ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଆସନ୍ତା ୨୬ ତାରିଖରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ୨ର ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଛାତ୍ରଛାତ୍ରୀମାନେ www.orissaresults.nic.in ପରିଦର୍ଶନ କରି ପରୀକ୍ଷା ଫଳ ଦେଖିପାରିବେ। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତବର୍ଷ ତୁଳନାରେ ୨୬ ହଜାର ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

କଳା ବାଣିଜ୍ୟ ବିଜ୍ଞାନ ଯୁକ୍ତ ୨ ପରୀକ୍ଷା ଫଳ ସିଏଚଏସଇ
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.