Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗଦେଲେ ଫିଲ୍ମ ଅଭିନେତ୍ରୀ ସ୍ୱପ୍ନା ପତି
ଆଜିର ଖବର

ବିଜେଡ଼ିରେ ଯୋଗଦେଲେ ଫିଲ୍ମ ଅଭିନେତ୍ରୀ ସ୍ୱପ୍ନା ପତି

May 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗଦେଲେ ଫିଲ୍ମ ଅଭିନେତ୍ରୀ ସ୍ୱପ୍ନା ପତି

ଭୁବନେଶ୍ୱର: ବଲିଉଡ ତଥା ଓଡିଶାର ପ୍ରତିଷ୍ଠିତ ଫିଲ୍ମ ଅଭିନେତ୍ରୀ ଓ ମଡେଲ ସ୍ୱପ୍ନା ପତି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସ୍ୱପ୍ନା ପତିଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ସ୍ୱପ୍ନା ପତିଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସ୍ୱପ୍ନା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

odishaelection2024 ଓଡିଶା ନିର୍ବାଚନ 2024 ବିଜେଡି ମିଶ୍ରଣ ପର୍ବ ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.