Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଟୋରେ ଯାଇ ଭୋଟ ଦେଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ
ଆଜିର ଖବର

ଅଟୋରେ ଯାଇ ଭୋଟ ଦେଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ

May 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଟୋରେ ଯାଇ ଭୋଟ ଦେଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ବର: ଆଜି ଓଡିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଭୁବନେଶ୍ବର ଲୋକସଭା ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଫଳରେ ଭିଭିଆଇପି ରହୁଥିବା ଏହି ନିର୍ବାଚନ ମଣ୍ଡଳୀରେ ଗଣମାଧ୍ୟମର ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଆଜି ନବୀନ ନିବାସ ନିକଟରେ ଥିବା ୪୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ।

ତେବେ ସେ ନବୀନ ନିବାସରୁ ଏକ ଅଟୋରେ ବାହାରି ବୁଥକୁ ଯାଇ ଧାଡିରେ ଛିଡା ହୋଇଥିଲେ। ଏହାପରେ ତାଙ୍କ ପାଳି ଆସିବା ପରେ ସେ ନିଜର ମତାଧିକାର ସାବ୍ୟସ୍ତ କରିଥିଲେ। ଏହାପରେ ସେ କହିଥିଲେ ଯେ, ସମସ୍ତେ ଆସନ୍ତୁ ଏହି ମହାନ ଗଣତନ୍ତ୍ର ପର୍ବରେ ସାମିଲ ହୋଇ ନିଜର ମତ ସାବ୍ୟସ୍ତ କରନ୍ତୁ ବୋଲି ନିବେଦନ କରିଥିଲେ।ତୃତୀୟ

3rd Phase Election Kartik Pandian ଓଡିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନ କାର୍ତ୍ତିକ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାଉରକେଲା–ଭୁବନେଶ୍ୱର–ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ ବାତିଲ

August 17, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ

August 17, 2026

ଋଷ ସହିତ ଉତ୍ତେଜନା ମଧ୍ୟରେ ଭାରତ ଗସ୍ତରେ ଆସିବେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ: ଜାଣନ୍ତୁ କାରଣ

August 17, 2026

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍

August 17, 2026
Latest News

ଆସନ୍ତାକାଲି ରାଉରକେଲା–ଭୁବନେଶ୍ୱର–ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ ବାତିଲ

August 17, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ

August 17, 2026

ଋଷ ସହିତ ଉତ୍ତେଜନା ମଧ୍ୟରେ ଭାରତ ଗସ୍ତରେ ଆସିବେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ: ଜାଣନ୍ତୁ କାରଣ

August 17, 2026

କେନ୍ଦ୍ରୀୟ ରାଜନୀତିକୁ ଆସିବେ ଫଡନାଭିସ୍?: ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ସ୍ପଷ୍ଟ ହେଲା ଚିତ୍ର

August 17, 2026

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.