Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ ଦେଉଛି ଓଡିଶା: ସକାଳ ୯ ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ
ଆଜିର ଖବର

ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ ଦେଉଛି ଓଡିଶା: ସକାଳ ୯ ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ

May 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସନ୍ଧ୍ୟା ୫ଟାରେ ଭାଙ୍ଗିଲା ବିହାରର ଭୋଟ୍ ରେକର୍ଡ, ଗତ ଥର ଅପେକ୍ଷା ଅଧିକ ମତଦାନ
ସନ୍ଧ୍ୟା ୫ଟାରେ ଭାଙ୍ଗିଲା ବିହାରର ଭୋଟ୍ ରେକର୍ଡ, ଗତ ଥର ଅପେକ୍ଷା ଅଧିକ ମତଦାନ

ଭୁବନେଶ୍ଵର: ଆଜି ସମଗ୍ର ଦେଶରେ ଷଷ୍ଠ ପର୍ଯ୍ୟାୟ ଏବଂ ଓଡିଶାରେ ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ଜାରି ରହିଛି। ସକାଳ ୭ ଟାରୁ ଆରମ୍ଭ ହୋଇଥିବା ଭୋଟ ଗ୍ରହଣ କାର୍ଯ୍ୟକ୍ରମରେ କାଁଭାଁ ଇଭିଏମ ମେସିନର ସମସ୍ୟା ଦେଖାଯାଉଥିବା ଅଭିଯୋଗ ହୋଇଛି। ଏହା ସହିତ କିଛି କିଛି ବୁଥରେ ଏହିସବୁ ଅବ୍ୟବସ୍ଥା ଥିବାରୁ ଭୋଟରମାନେ ଫେରିଯାଉଥିବା ଖବର ମିଳୁଛି। ହେଲେ ଅନେକ ବୁଥରେ ଗରମ ସତ୍ତ୍ୱେ ଲୋକେ ଲମ୍ବା ଧାଡ଼ି ରେ ଛିଡା ହୋଇ ନିଜ ନିଜର ମତାଧିକାର ସାବ୍ୟସ୍ତ କରିବା ପାଇଁ ଚେଷ୍ଟା କରୁଛନ୍ତି।

ତେବେ ଆଜି ସକାଳ ୯ ଟା ପର୍ଯ୍ୟନ୍ତ ଓଡିଶାରେ ୭.୪୩ ପ୍ରତିଶତ ଭୋଟ ଗ୍ରହଣ ହୋଇଥିବା ଜଣାପଡିଛି।

election 2024 Lok Sabha Election Odisha vote
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.