Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜକୋଟ ଗେମିଂ ଜୋନରେ ଭୀଷଣ ଅଗ୍ନିକାଣ୍ଡ, ମୃତ୍ୟୁ ସଂଖ୍ୟା ୨୦ କୁ ବୃଦ୍ଧି
ଆଜିର ଖବର

ରାଜକୋଟ ଗେମିଂ ଜୋନରେ ଭୀଷଣ ଅଗ୍ନିକାଣ୍ଡ, ମୃତ୍ୟୁ ସଂଖ୍ୟା ୨୦ କୁ ବୃଦ୍ଧି

May 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁଜୁରାଟର ରାଜକୋଟ୍ ରେ ଟିଆରପି ଗେମିଂ ଜୋନରେ ବ୍ୟାପକ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁ ସଂଖ୍ୟା ୨୦ କୁ ବୃଦ୍ଧି ପାଇଛି। ଅପରାହ୍ନରେ ଅଗ୍ନିକାଣ୍ଡ ନିୟନ୍ତ୍ରଣକୁ ନିଆଯାଇଥିଲା। ଏହି ଘଟଣା ଆଜି ଘଟିଛି। ରାଜକୋଟ ପୋଲିସ କମିଶନର କହିଛନ୍ତି ଯେ, ଅଗ୍ନିକାଣ୍ଡର କାରଣ କ’ଣ ତାହା ଆମେ ଅନୁସନ୍ଧାନ କରୁଛୁ। ଏହା ସହିତ ସହରର ସମସ୍ତ ଗେମିଂ ଜୋନ୍ ବନ୍ଦ କରିବାକୁ ଏକ ବାର୍ତ୍ତା ଜାରି କରାଯାଇଛି ବୋଲି ସେ କହିଛନ୍ତି।

ଏହି ଦୁର୍ଘଟଣାରେ ୧୦ ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଗେମିଂ ଜୋନ୍ ରେ ଅନେକ ଲୋକ ଫସି ରହିଥିବାର ଆଶଙ୍କା ରହିଛି। ଏହି ଅଗ୍ନିକାଣ୍ଡରେ ପୁରା ଗେମ୍ ଜୋନ୍ ନଷ୍ଟ ହୋଇଯାଇଛି। ପୋଲିସ କମିଶନର ରାଜୀବ ଭାର୍ଗବ ଏବଂ କଲେକ୍ଟର ଆନନ୍ଦ ପଟେଲ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି।

fire Gujarat News rajkot
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.