Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରାୟ ୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଅପେକ୍ଷାର ଅନ୍ତ ଘଟିବ: ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ
ଆଜିର ଖବର

ପ୍ରାୟ ୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଅପେକ୍ଷାର ଅନ୍ତ ଘଟିବ: ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

May 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ସହିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ୨ର ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ।

ତେବେ ଛାତ୍ରଛାତ୍ରୀମାନେ www.orissaresults.nic.in ପରିଦର୍ଶନ କରି ପରୀକ୍ଷା ଫଳ ଦେଖିପାରିବେ। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତବର୍ଷ ତୁଳନାରେ ୨୬ ହଜାର ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

କଳା ବାଣିଜ୍ୟ ବିଜ୍ଞାନ ଯୁକ୍ତ ୨ ପରୀକ୍ଷା ଫଳ ସିଏଚଏସଇ
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026
Latest News

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.