Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ, ଆଗୁଆ ବୈଠକ ଡାକି ଏକ ନୂଆ ପରମ୍ପରା ସୃଷ୍ଟି କଲେ ବାଚସ୍ପତି
ଆଜିର ଖବର

ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ, ଆଗୁଆ ବୈଠକ ଡାକି ଏକ ନୂଆ ପରମ୍ପରା ସୃଷ୍ଟି କଲେ ବାଚସ୍ପତି

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେଊଛି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେଉଛି । ବିଧାନସଭାର ଶୃଙ୍ଖଳିତ ଓ ଗଠନମୂଳକ ପରିଚାଳନା ନେଇ ଆଲୋଚନା  ହେଉଛି  ।  ଆଗୁଆ ସର୍ବଦଳୀୟ ବୈଠକ ଡାକି ଏକ ନୂଆ ପରମ୍ପରା ସୃଷ୍ଟି କରିଛନ୍ତି ବାଚସ୍ପତି । ଏହି ବୈଠକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ଅର୍ଥ ସଚିବ ଉପସ୍ଥିତ ଥିଲେ।  ବିଜେଡିର ଦେବୀ ପ୍ରସାଦ ମିଶ୍ର ଓ ପ୍ରଣବ ପ୍ରକାଶ ଦାଶ ଉପସ୍ଥିତ ରହିଥିବାବେଳେ ବିଜେପିରୁ ଜୟ ନାରାୟଣ ମିଶ୍ର, ପ୍ରଦୀପ୍ତ ନାୟକ, କଂଗ୍ରେସର ବରିଷ୍ଠ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ଉପସ୍ଥିତ ରହିଛନ୍ତି । ଏହା ପୂର୍ବରୁ ଚଳିତ ବିଧାନସଭା ଅଧିବେଶନରେ ଗୃହରେ ସମସ୍ତ ପ୍ରସଙ୍ଗରେ ଆଲୋଚନା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ବିଧାୟକ ଦଳ ବୈଠକରେ କହିଥିଲେ ।

 

Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026
Latest News

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.