Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ, ଆଗୁଆ ବୈଠକ ଡାକି ଏକ ନୂଆ ପରମ୍ପରା ସୃଷ୍ଟି କଲେ ବାଚସ୍ପତି
ଆଜିର ଖବର

ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ, ଆଗୁଆ ବୈଠକ ଡାକି ଏକ ନୂଆ ପରମ୍ପରା ସୃଷ୍ଟି କଲେ ବାଚସ୍ପତି

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେଊଛି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେଉଛି । ବିଧାନସଭାର ଶୃଙ୍ଖଳିତ ଓ ଗଠନମୂଳକ ପରିଚାଳନା ନେଇ ଆଲୋଚନା  ହେଉଛି  ।  ଆଗୁଆ ସର୍ବଦଳୀୟ ବୈଠକ ଡାକି ଏକ ନୂଆ ପରମ୍ପରା ସୃଷ୍ଟି କରିଛନ୍ତି ବାଚସ୍ପତି । ଏହି ବୈଠକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ଅର୍ଥ ସଚିବ ଉପସ୍ଥିତ ଥିଲେ।  ବିଜେଡିର ଦେବୀ ପ୍ରସାଦ ମିଶ୍ର ଓ ପ୍ରଣବ ପ୍ରକାଶ ଦାଶ ଉପସ୍ଥିତ ରହିଥିବାବେଳେ ବିଜେପିରୁ ଜୟ ନାରାୟଣ ମିଶ୍ର, ପ୍ରଦୀପ୍ତ ନାୟକ, କଂଗ୍ରେସର ବରିଷ୍ଠ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ଉପସ୍ଥିତ ରହିଛନ୍ତି । ଏହା ପୂର୍ବରୁ ଚଳିତ ବିଧାନସଭା ଅଧିବେଶନରେ ଗୃହରେ ସମସ୍ତ ପ୍ରସଙ୍ଗରେ ଆଲୋଚନା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ବିଧାୟକ ଦଳ ବୈଠକରେ କହିଥିଲେ ।

 

Share. Facebook Twitter LinkedIn Email WhatsApp Copy Link

Related Posts

ଏସସି ଏସ୍‍ଟି ବିଭାଗ ବିଦ୍ୟାଳୟରେ କେତେ ପିଲା ପଢୁଛନ୍ତି? ପ୍ରଶ୍ନ କଲେ ଟଙ୍କଧର, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025

କ୍ରୀଡା କୋଟାରେ ରାଜ୍ୟରୁ ନିଯୁକ୍ତି ପାଇଛନ୍ତି ୧୯୨ ଜଣ ଖେଳାଳୀ, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025

ଖୋର୍ଦ୍ଧା ପ୍ରଶାସନର ବଡ ନିଷ୍ପତ୍ତି: ପାର୍ବଣରେ ଭସାଣି ଶୋଭାଯାତ୍ରା ଓ ସ୍ବଚ୍ଛତା ମେଢ଼ କମିଟି ହେବେ ପୁରସ୍କୃତ

September 19, 2025

ରାଜ୍ୟରେ ବନ୍ଦ ହୋଇଛି ୪୬୧୯ ଟି ପ୍ରାଥମିକ ବିଦ୍ୟାଳୟ, କେଉଁ ଜିଲ୍ଲାରୁ କେତେ ? ଉତ୍ତର ରଖିଲେ ମନ୍ତ୍ରୀ

September 19, 2025
Latest News

ଏସସି ଏସ୍‍ଟି ବିଭାଗ ବିଦ୍ୟାଳୟରେ କେତେ ପିଲା ପଢୁଛନ୍ତି? ପ୍ରଶ୍ନ କଲେ ଟଙ୍କଧର, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025

କ୍ରୀଡା କୋଟାରେ ରାଜ୍ୟରୁ ନିଯୁକ୍ତି ପାଇଛନ୍ତି ୧୯୨ ଜଣ ଖେଳାଳୀ, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025

ଖୋର୍ଦ୍ଧା ପ୍ରଶାସନର ବଡ ନିଷ୍ପତ୍ତି: ପାର୍ବଣରେ ଭସାଣି ଶୋଭାଯାତ୍ରା ଓ ସ୍ବଚ୍ଛତା ମେଢ଼ କମିଟି ହେବେ ପୁରସ୍କୃତ

September 19, 2025

ରାଜ୍ୟରେ ବନ୍ଦ ହୋଇଛି ୪୬୧୯ ଟି ପ୍ରାଥମିକ ବିଦ୍ୟାଳୟ, କେଉଁ ଜିଲ୍ଲାରୁ କେତେ ? ଉତ୍ତର ରଖିଲେ ମନ୍ତ୍ରୀ

September 19, 2025

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସରେ କଳିଙ୍ଗ ଷ୍ଟାଡିୟମ ଠାରେ ହେବ ବିଶାଳ ଗଣଦୌଡ,ଜର୍ସି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

September 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.