Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର କୋରିଆ ନିକ୍ଷେପ କଲା କ୍ଷେପଣାସ୍ତ୍ର: ଜାପାନରେ ଆତଙ୍କ, ସତର୍କ ସୂଚନା ଜାରି କଲା ସରକାର
ଆଜିର ଖବର

ଉତ୍ତର କୋରିଆ ନିକ୍ଷେପ କଲା କ୍ଷେପଣାସ୍ତ୍ର: ଜାପାନରେ ଆତଙ୍କ, ସତର୍କ ସୂଚନା ଜାରି କଲା ସରକାର

May 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଉତ୍ତର କୋରିଆ କ୍ଷେପଣାସ୍ତ୍ର ନିକ୍ଷେପ କରିବା ପରେ ଜାପାନରେ ଆତଙ୍କ ଖେଳିଯାଇଛି। ଯାହାପରେ ଜାପାନ ସତର୍କ ସୂଚନା ଜାରି କରାଯାଇଛି। ଜାପାନ ସରକାର ‘ଜେ ଆଲର୍ଟ’ ଜାରି କରିଛନ୍ତି ଏବଂ ଏହାର ନାଗରିକମାନଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଜାପାନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ, ଉତ୍ତର କୋରିଆ ଦ୍ୱାରା କ୍ଷେପଣାସ୍ତ୍ର ଉତକ୍ଷେପଣ ହୋଇଥିବା ଜଣାପଡିଛି। ଯେକୌଣସି କୋଠା କିମ୍ବା ଭୂତଳ ସ୍ଥାନରେ ଆଶ୍ରୟ ନେବାକୁ ସମସ୍ତଙ୍କୁ ଏକ ନିବେଦନ କରାଯାଇଛି।

Breaking News japan Missile Attack North Korea
Share. Facebook Twitter LinkedIn Email WhatsApp Copy Link

Related Posts

ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ

September 21, 2026

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026
Latest News

ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ

September 21, 2026

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.