Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର କୋରିଆ ନିକ୍ଷେପ କଲା କ୍ଷେପଣାସ୍ତ୍ର: ଜାପାନରେ ଆତଙ୍କ, ସତର୍କ ସୂଚନା ଜାରି କଲା ସରକାର
ଆଜିର ଖବର

ଉତ୍ତର କୋରିଆ ନିକ୍ଷେପ କଲା କ୍ଷେପଣାସ୍ତ୍ର: ଜାପାନରେ ଆତଙ୍କ, ସତର୍କ ସୂଚନା ଜାରି କଲା ସରକାର

May 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଉତ୍ତର କୋରିଆ କ୍ଷେପଣାସ୍ତ୍ର ନିକ୍ଷେପ କରିବା ପରେ ଜାପାନରେ ଆତଙ୍କ ଖେଳିଯାଇଛି। ଯାହାପରେ ଜାପାନ ସତର୍କ ସୂଚନା ଜାରି କରାଯାଇଛି। ଜାପାନ ସରକାର ‘ଜେ ଆଲର୍ଟ’ ଜାରି କରିଛନ୍ତି ଏବଂ ଏହାର ନାଗରିକମାନଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଜାପାନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ, ଉତ୍ତର କୋରିଆ ଦ୍ୱାରା କ୍ଷେପଣାସ୍ତ୍ର ଉତକ୍ଷେପଣ ହୋଇଥିବା ଜଣାପଡିଛି। ଯେକୌଣସି କୋଠା କିମ୍ବା ଭୂତଳ ସ୍ଥାନରେ ଆଶ୍ରୟ ନେବାକୁ ସମସ୍ତଙ୍କୁ ଏକ ନିବେଦନ କରାଯାଇଛି।

Breaking News japan Missile Attack North Korea
Share. Facebook Twitter LinkedIn Email WhatsApp Copy Link

Related Posts

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

August 25, 2025

ସ୍ଥିର ହେଲା ମା’ଭଗବତୀଙ୍କ ପୀଠରେ ‘ଷଷ୍ଠି ଓଷା’, ‘ଲଳିତା ସପ୍ତମୀ’ ପାଣି ତୋଳା ଯାତ୍ରାର ଲଗ୍ନ

August 25, 2025

ଭୁଲ ନିର୍ବାଚନ ତଥ୍ୟ ସେୟାର କରିବା ମାମଲା: ସୁପ୍ରିମକୋର୍ଟରୁ ସଞ୍ଜୟ କୁମାରଙ୍କୁ ବଡ଼ ଆଶ୍ୱସ୍ତି

August 25, 2025
Latest News

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025

ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

August 25, 2025

ବାଣପୁର: ଔଷଧ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ମୂଲ୍ୟର ସାମଗ୍ରୀ ପାଉଁଶ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.