Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋରୁ ବୋଝେଇ କଣ୍ଟେନର ଜବତ କଲା ବାଣପୁର, ୬୧ ଗୋରୁ ଉଦ୍ଧାର
ଆଜିର ଖବର

ଗୋରୁ ବୋଝେଇ କଣ୍ଟେନର ଜବତ କଲା ବାଣପୁର, ୬୧ ଗୋରୁ ଉଦ୍ଧାର

May 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ପୋଲିସ ଏକ ଗୋରୁ ବୋଝେଇ କଣ୍ଟେନର ଜବତ କରିଛି। ତନ୍ମଧ୍ୟରୁ ୬୧ ଗୋଟି ଗୋରୁ ଉଦ୍ଧାର କରିଛି ପୋଲିସ। ହେଲେ ସମ୍ପୃକ୍ତ ଗାଡିର ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି।

ଆଇଆଇସି ରମେଶ କୁମାର ଦେବତାଙ୍କ ସୂଚନା ମୁତାବକ ଆଜି ଭୋରରୁ ଖୋର୍ଦ୍ଧାରୁ ଆନ୍ଧ୍ର ଅଭିମୁଖେ ଏକ ଗୋରୁ ବୋଝେଇ କଣ୍ଟେନର ଯାଉଥିବାର ଖବର ପାଇ ବଜରଙ୍ଗ ଦଳ କର୍ମୀ ସ୍ଥାନୀୟ ପୋଲିସକୁ ସୂଚନା ଦେଇଥିଲେ। ସେହି ସମୟରେ ପୋଲିସ ମଧ୍ୟ ପେଟ୍ରୋଲିଂ ଜାରି ରଖିଥିଲା। ତେବେ ପୋଲିସ ଦ୍ଵାରା ଉକ୍ତ ଗାଡିକୁ ଧରିବା ପାଇଁ ପ୍ରୟାସ ଆରମ୍ଭ ହୋଇଥିଲା। ବେଲପଡା ଛକ ନିକଟରୁ ପୋଲିସ ଉକ୍ତ କଣ୍ଟେନରକୁ ଜବତ କରିଥିବା ବେଳେ ତନ୍ମଧ୍ୟରୁ ୬୧ ଗୋଟି ଗୋରୁ ଉଦ୍ଧାର ହୋଇଥିବା ଆଇଆଇସି କହିଛନ୍ତି।

ତେବେ ଉଦ୍ଧାର ଗୋରୁଙ୍କୁ ଧୂଆଁଳସ୍ଥିତ ଗୋଶାଳାକୁ ହସ୍ତାନ୍ତର କରାଯାଇଥିବା ବେଳେ ଗାଡି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯିବରେ ସକ୍ଷମ ହୋଇଛି। ଏ ସଂକ୍ରାନ୍ତରେ ବାଣପୁର ପୋଲିସ କେସ ନମ୍ବର ୨୦୧/୨୪ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ଗୋରୁ ଉଦ୍ଧାର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026
Latest News

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.