Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସିଆଇ ଙ୍କ ବଡ କାର୍ଯ୍ୟାନୁଷ୍ଠାନ: ଆଇପିଏସ୍‌ କୁଟ୍ଟେ ନିଲମ୍ବିତ, ଆଶିଷ ସିଂହଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ନିର୍ଦ୍ଦେଶ
ଆଜିର ଖବର

ଇସିଆଇ ଙ୍କ ବଡ କାର୍ଯ୍ୟାନୁଷ୍ଠାନ: ଆଇପିଏସ୍‌ କୁଟ୍ଟେ ନିଲମ୍ବିତ, ଆଶିଷ ସିଂହଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ନିର୍ଦ୍ଦେଶ

May 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଭାରତୀୟ ନିର୍ବାଚନ କମିସନଙ୍କ ଦ୍ଵାରା ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିର୍ବାଚନ ପ୍ରକ୍ରିୟାରେ ହସ୍ତକ୍ଷେପ ଅଭିଯୋଗରେ ଆଇପିଏସ୍‌ ଧୀରେନ୍ଦ୍ର ଶମ୍ଭାଜୀ କୁଟ୍ଟେଙ୍କୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଧୀରେନ୍ଦ୍ର ସ୍ଵତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ଥିଲେ। ଏନେଇ ସିଇଓଙ୍କୁ ଭାରତୀୟ ନିର୍ବାଚନ କମିସନ ନିର୍ଦ୍ଦେଶ ଜାରି କରିଛନ୍ତି। ଧୀରେନ୍ଦ୍ରଙ୍କୁ ଆସନ୍ତାକାଲି ଦିନ ୩ଟା ସୁଦ୍ଧା ଦିଲ୍ଲୀରେ ପହଞ୍ଚିବାକୁ ପଡିବ।

ସେହିଭଳି ବରିଷ୍ଠ ଆଇପିଏସ୍‌ ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଭାରତୀୟ ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ଆୟୋଗ ଏନେଇ ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ମେଡିକାଲ ବୋର୍ଡ ଗଠନ କରି ଆଶିଷ ସିଂହଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୩୦ ତାରିଖ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ହେବା ପାଇଁ ଆଶିଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଯାଞ୍ଚ ରିପୋର୍ଟ ମେ’ ୩୧ ତାରିଖ ସୁଦ୍ଧା ଇସିଆଇଙ୍କ ନିକଟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ହୋଇଛି। ସୂଚନାଯୋଗ୍ୟ, ମେ’ ୪ ତାରିଖରୁ ଆଶିଷ ସିଂହ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଇ ଛୁଟିରେ ଥିଲେ।

election comission
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026
Latest News

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026

UPI ସହ ଲିଙ୍କ୍ କ୍ରେଡିଟ୍ କାର୍ଡରେ MDR ଲାଗିବ କି? ଜାଣନ୍ତୁ କଣ କହୁଛି ନୂଆ ନିୟମ

September 16, 2026

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ପରିବାର ସହ Bali Trip ପ୍ଲାନ୍‌ କରୁଛନ୍ତି କି? IRCTCର ଏହି ପ୍ୟାକେଜ୍‌ ଥରେ ଦେଖନ୍ତୁ

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.