Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମକୋର୍ଟଙ୍କ ଠାରୁ କୌଣସି ଆଶ୍ଵସ୍ତି ନାହିଁ: ଜୁନ ୨ ରେ ହିଁ ଜେଲ ଫେରିବେ କେଜ୍ରିୱାଲ
ଆଜିର ଖବର

ସୁପ୍ରିମକୋର୍ଟଙ୍କ ଠାରୁ କୌଣସି ଆଶ୍ଵସ୍ତି ନାହିଁ: ଜୁନ ୨ ରେ ହିଁ ଜେଲ ଫେରିବେ କେଜ୍ରିୱାଲ

May 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀର ଅବକାରୀ ନୀତି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନକୁ ୭ ଦିନ ବୃଦ୍ଧି କରିବାକୁ ଚାହୁଁଥିବା ଆବେଦନ ସୁପ୍ରିମକୋର୍ଟରେ ଶୁଣାଣି ହେବ ନାହିଁ।

ସୁପ୍ରିମକୋର୍ଟ ରେଜିଷ୍ଟ୍ରି ଏହି ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ପକ୍ଷରୁ କୁହାଯାଇଛି ଯେ, କେଜ୍ରିୱାଲଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନ ଉପରେ କୋର୍ଟ ତାଙ୍କ ନିଷ୍ପତ୍ତି ସଂରକ୍ଷିତ ରଖିଛନ୍ତି। ସେଦିନ ସୁପ୍ରିମକୋର୍ଟ ନିୟମିତ ଜାମିନ ପାଇଁ ନିମ୍ନ ଅଦାଲତକୁ ଯିବାକୁ ଅନୁମତି ଦେଇଥିଲେ। ତେଣୁ ଆବେଦନ ଶୁଣାଯାଇପାରିବ ନାହିଁ।

Breaking News Delhi CM Arvind Kejriwal Delhi Liquor Policy Case Supreme Court
Share. Facebook Twitter LinkedIn Email WhatsApp Copy Link

Related Posts

NIA ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୦ ବର୍ଷ ପୁରୁଣା ମାମଲାରେ ଜମ୍ମୁ କାଶ୍ମୀର ବିଚ୍ଛିନ୍ନତାବାଦୀ ନେତା ଗିରଫ

April 18, 2026

ମହିଳା ସଂରକ୍ଷଣ ବିଲ୍ ପାସ୍ ନହେବା ପରେ ଜଗନ ମୋହନଙ୍କ ଆସିଲା ପ୍ରତିକ୍ରିୟା: କହିଲେ…

April 18, 2026

କେନ୍ଦ୍ରୀୟ କର୍ମଚାରୀମାନଙ୍କ ପାଇଁ ଖୁସି ଖବର: ମହଙ୍ଗା ଭତ୍ତା ବୃଦ୍ଧି କଲେ ସରକାର

April 18, 2026

ଆଜି ରାତି ୮:୩୦ ରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦି

April 18, 2026
Latest News

NIA ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୦ ବର୍ଷ ପୁରୁଣା ମାମଲାରେ ଜମ୍ମୁ କାଶ୍ମୀର ବିଚ୍ଛିନ୍ନତାବାଦୀ ନେତା ଗିରଫ

April 18, 2026

ମହିଳା ସଂରକ୍ଷଣ ବିଲ୍ ପାସ୍ ନହେବା ପରେ ଜଗନ ମୋହନଙ୍କ ଆସିଲା ପ୍ରତିକ୍ରିୟା: କହିଲେ…

April 18, 2026

କେନ୍ଦ୍ରୀୟ କର୍ମଚାରୀମାନଙ୍କ ପାଇଁ ଖୁସି ଖବର: ମହଙ୍ଗା ଭତ୍ତା ବୃଦ୍ଧି କଲେ ସରକାର

April 18, 2026

ଆଜି ରାତି ୮:୩୦ ରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦି

April 18, 2026

ଓମ୍ ପ୍ରକାଶ ରାଜଭରଙ୍କ ବଡ଼ ଘୋଷଣା: ମହିଳା ସଂରକ୍ଷଣ ସମ୍ପର୍କରେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.