Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୃଥକ୍ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ମୃତ୍ୟୁ
ଆଜିର ଖବର

ପୃଥକ୍ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ମୃତ୍ୟୁ

May 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କ ମୃତ୍ୟୁ
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ରସ କାରଖାନା ସମ୍ମୁଖରେ ଅଜଣା ଟ୍ରକ୍ ଧକ୍କାରେ ଜ୍ଞାନରଥ ଚୌଧୁରୀ ନାମକ ଜଣେ ଯୁବକର ମୃତ୍ୟୁ ଘଟିଛି। ମୃତ ଜ୍ଞାନଙ୍କ ନିଜ ଘର ପାଟପୁର ଅଞ୍ଚଳରେ ହୋଇଥିବା ବେଳେ ନିଜ ମୋଟରସାଇକେଲ ଯୋଗେ ବ୍ରହ୍ମପୁରରୁ ଯାଉଥିବା ବେଳେ ଅଜଣା ଟ୍ରକ୍ ଧକ୍କାରେ ଘଟଣାସ୍ଥଳରେ ପ୍ରାଣ ହରାଇଥିବା ଜଣାପଡ଼ିଛି।

ସେହିଭଳି ଗୋଳନ୍ଥରା ଥାନା ନିକଟସ୍ଥ ଗୋବିନ୍ଦନଗର ଗ୍ରାମରୁ ଭାଲିଆଗଡ ସ୍କୁଟି ମୋଟରସାଇକେଲ ଯୋଗେ ଆସୁଥିବା ଏମ୍ ଅଶ୍ଵିନୀ କୁମାର ନାମକ ଜଣେ ଯୁବକ ମୁଣ୍ଡ ଉପରେ ଏକ ଗାଡି ଚଢିଯିବାରୁ ଘଟଣାସ୍ଥଳରେ ତା’ର ମୃତ୍ୟୁ ଘଟିଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡ଼ି ଜବତ କରିବା ସହ ଉଭୟଙ୍କ ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

ଗୋଳନ୍ଥରା ଥାନା ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୨୬ରୁ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଫର୍ମ ଫିଲଅପ୍

September 25, 2026

ଜମୁଇ ଘଟଣା: ପୋଲିସର ଏନକାଉଣ୍ଟରରେ ଖୁସିବ୍ୟକ୍ତ କଲେ ପୀଡ଼ିତାଙ୍କ ମା’

September 25, 2026

ସୁପ୍ରିମକୋର୍ଟରେ ପୁଣି ଘୁଞ୍ଚିଲା ଓଡ଼ିଶା ଡିଜିପି ନିଯୁକ୍ତି ମାମଲା

September 25, 2026

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026
Latest News

ଅକ୍ଟୋବର ୨୬ରୁ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଫର୍ମ ଫିଲଅପ୍

September 25, 2026

ଜମୁଇ ଘଟଣା: ପୋଲିସର ଏନକାଉଣ୍ଟରରେ ଖୁସିବ୍ୟକ୍ତ କଲେ ପୀଡ଼ିତାଙ୍କ ମା’

September 25, 2026

ସୁପ୍ରିମକୋର୍ଟରେ ପୁଣି ଘୁଞ୍ଚିଲା ଓଡ଼ିଶା ଡିଜିପି ନିଯୁକ୍ତି ମାମଲା

September 25, 2026

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026

ଭୁବନେଶ୍ୱର ବିମାନବନ୍ଦରରୁ ବନ୍ଦ ରହିଛି ବିଦେଶୀ ଉଡ଼ାଣ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.