Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାମାଙ୍କନ ପତ୍ର ଦାଖଲ କଲେ ସସ୍ମିତ ପାତ୍ର ଓ ଅମର ପଟ୍ଟନାୟକ
ଆଜିର ଖବର

ନାମାଙ୍କନ ପତ୍ର ଦାଖଲ କଲେ ସସ୍ମିତ ପାତ୍ର ଓ ଅମର ପଟ୍ଟନାୟକ

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟସଭା ପ୍ରାର୍ଥୀ ପାଇଁ ବିଜେଡ଼ି ତରଫରୁ ସସ୍ମିତ ପାତ୍ର ଓ ଅମର ପଟ୍ଟନାୟକ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଦୁହେଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ପ୍ରାର୍ଥୀପତ୍ର ଦାଖଲ ସମୟରେ ବିଜେଡ଼ିର ଅନେକ ବରିଷ୍ଠ ବିଧାୟକ ମଧ୍ୟ ଉପସ୍ଥିତ ରହିଥିଲେ । ରାଜ୍ୟସଭାରେ ତିନୋଟି ପ୍ରାର୍ଥୀ ପାଇଁ ବିଜେଡ଼ି ତରଫରୁ ଦଳର ମୁଖପାତ୍ର ସସ୍ମିତ ପାତ୍ର ଓ ଆଇଟି ସେଲ୍ ମୁଖ୍ୟ ଅମର ପଟ୍ଟନାୟକଙ୍କ ନାମ ଘୋଷଣା କରାଯାଇଥିଲା । ଏବଂ ବିଜେପି ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ବିଜେଡ଼ି ସମର୍ଥନ କରୁଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଅଶ୍ୱିନୀ ବୈଷ୍ଣବ ଅପରାହ୍ନ ୩ଟାରେ ଦଳୀୟ ସମର୍ଥକଙ୍କ ସହ ଆସି ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି । ଆସନ୍ତା ଜୁଲାଇ ୫ତାରିଖ ଦିନ ଭୋଟ୍‌ ଗ୍ରହଣ ଅନୁଷ୍ଠିତ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

September 19, 2025

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନରେ ​​ABVP ବଡ଼ ବିଜୟ; ଉପାଧ୍ୟକ୍ଷ ଆସନ ଜିତିଲା NSUI

September 19, 2025

“ଘର ପରି ପାକିସ୍ତାନ”: ରାହୁଲ ଗାନ୍ଧୀଙ୍କ ଘନିଷ୍ଠ ବନ୍ଧୁ ସାମ ପିତ୍ରୋଦାଙ୍କ ବିବାଦୀୟ ବୟାନ

September 19, 2025

ସୋଆ କ୍ରିଆଟିଭୋର ବାର୍ଷିକ ଶାରଦୀୟ ଉତ୍ସବ ‘ମା-୨୦୨୫’ ଅନୁଷ୍ଠିତ

September 19, 2025
Latest News

କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

September 19, 2025

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନରେ ​​ABVP ବଡ଼ ବିଜୟ; ଉପାଧ୍ୟକ୍ଷ ଆସନ ଜିତିଲା NSUI

September 19, 2025

“ଘର ପରି ପାକିସ୍ତାନ”: ରାହୁଲ ଗାନ୍ଧୀଙ୍କ ଘନିଷ୍ଠ ବନ୍ଧୁ ସାମ ପିତ୍ରୋଦାଙ୍କ ବିବାଦୀୟ ବୟାନ

September 19, 2025

ସୋଆ କ୍ରିଆଟିଭୋର ବାର୍ଷିକ ଶାରଦୀୟ ଉତ୍ସବ ‘ମା-୨୦୨୫’ ଅନୁଷ୍ଠିତ

September 19, 2025

ଜଣେ ସାଧାରଣ ବ୍ୟକ୍ତି ଘରେ କେତେ ସୁନା ରଖିପାରିବେ, କ’ଣ ଅଛି ନିୟମ?

September 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.