Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାମାଙ୍କନ ପତ୍ର ଦାଖଲ କଲେ ସସ୍ମିତ ପାତ୍ର ଓ ଅମର ପଟ୍ଟନାୟକ
ଆଜିର ଖବର

ନାମାଙ୍କନ ପତ୍ର ଦାଖଲ କଲେ ସସ୍ମିତ ପାତ୍ର ଓ ଅମର ପଟ୍ଟନାୟକ

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟସଭା ପ୍ରାର୍ଥୀ ପାଇଁ ବିଜେଡ଼ି ତରଫରୁ ସସ୍ମିତ ପାତ୍ର ଓ ଅମର ପଟ୍ଟନାୟକ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଦୁହେଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ପ୍ରାର୍ଥୀପତ୍ର ଦାଖଲ ସମୟରେ ବିଜେଡ଼ିର ଅନେକ ବରିଷ୍ଠ ବିଧାୟକ ମଧ୍ୟ ଉପସ୍ଥିତ ରହିଥିଲେ । ରାଜ୍ୟସଭାରେ ତିନୋଟି ପ୍ରାର୍ଥୀ ପାଇଁ ବିଜେଡ଼ି ତରଫରୁ ଦଳର ମୁଖପାତ୍ର ସସ୍ମିତ ପାତ୍ର ଓ ଆଇଟି ସେଲ୍ ମୁଖ୍ୟ ଅମର ପଟ୍ଟନାୟକଙ୍କ ନାମ ଘୋଷଣା କରାଯାଇଥିଲା । ଏବଂ ବିଜେପି ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ବିଜେଡ଼ି ସମର୍ଥନ କରୁଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଅଶ୍ୱିନୀ ବୈଷ୍ଣବ ଅପରାହ୍ନ ୩ଟାରେ ଦଳୀୟ ସମର୍ଥକଙ୍କ ସହ ଆସି ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି । ଆସନ୍ତା ଜୁଲାଇ ୫ତାରିଖ ଦିନ ଭୋଟ୍‌ ଗ୍ରହଣ ଅନୁଷ୍ଠିତ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026
Latest News

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.