Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ବାଣ ବିସ୍ଫୋରଣ ମାମଲା: ୩ ମୃତ, ଗୁରୁତରଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଯିବେ ହସ୍ପିଟାଲ
ଆଜିର ଖବର

ପୁରୀରେ ବାଣ ବିସ୍ଫୋରଣ ମାମଲା: ୩ ମୃତ, ଗୁରୁତରଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଯିବେ ହସ୍ପିଟାଲ

May 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାକିସ୍ତାନର କ୍ୱେଟାରେ ବଡ଼ ଆତ୍ମଘାତୀ ଆକ୍ରମଣ: ବୋମା ବିସ୍ଫୋରଣରେ ୧୩ ମୃତ
ପାକିସ୍ତାନର କ୍ୱେଟାରେ ବଡ଼ ଆତ୍ମଘାତୀ ଆକ୍ରମଣ: ବୋମା ବିସ୍ଫୋରଣରେ ୧୩ ମୃତ

ଭୁବନେଶ୍ଵର: ପୁରୀ ନରେନ୍ଦ୍ରପୋଖରୀରେ ଚାପ ଖେଳ ବେଳେ ବାଣ ବିସ୍ଫୋରଣରେ ଘଟି ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ହୋଇଛି। ଆହତ ସଂଖ୍ୟା ୨୫ ରହିଛି। ଆହତମାନଙ୍କୁ ଭୁବନେଶ୍ବର ଘରୋଇ ହସ୍ପିଟାଲ ଏବଂ କଟକ ଏସସିବି ରେ ଚିକିତ୍ସା କରାଯାଉଛି। ତେବେ ଆହତମାନଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ପିଟାଲ ଯିବେ ବୋଲି ସୂଚନା ରହିଛି। ସକାଳ ୧୧ ଟା ବେଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର ଘରୋଇ ହସ୍ପିଟାଲ ଯାଇ ସେଠାରେ ଗୁରୁତରଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବେ।

ଉଲ୍ଲେଖ ଯୋଗ୍ୟ ଯେ, ଚନ୍ଦନ ଯାତ୍ରା ଉପଲକ୍ଷେ ପୁରୀ ନରେନ୍ଦ୍ରପୋଖରୀରେ ଚାପ ଖେଳ ଚାଲିଥିବା ବେଳେ ହଠାତ ବାଣ ବିସ୍ଫୋରଣ ଘଟିଥିଲା। ଜନଗହଳିରେ ବାଣ ବିସ୍ଫୋରଣ ଯୋଗୁଁ ଅନେକ ଲୋକ ଗୁରୁତର ହୋଇଥିଲେ। ସେମାନଙ୍କୁ ପ୍ରଥମେ ପୁରୀ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା କରାଯାଇ ଗୁରୁତରଙ୍କୁ ଭୁବନେଶ୍ଵର ଏବଂ କଟକ ସ୍ଥାନାନ୍ତରିତ କରାଯାଇଥିଲା। ଏହି ଅଭାବନୀୟ ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ପୁରୀ ବାଣ ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ପୁଲିସର “ଅପରେସନ୍ ଧରପଗଡ” ଅଭିଯାନ: ୪୦ ଅଭିଯୁକ୍ତ ଗିରଫ

December 16, 2025

ଐତିହାସିକ ମାଇଲଖୁଣ୍ଟ ହାସଲ: ୧୫,୦୦୦ ତମ କୋଚ୍ ନିର୍ମାଣ କଲା ଏମସିଏଫ୍

December 16, 2025

ଏପ୍ରିଲ ୨୦୨୫ ପରଠାରୁ ସର୍ବନିମ୍ନ ସ୍ତରରେ ବେକାରୀ ହାର

December 16, 2025

ସାଗରମାଲା କାର୍ଯ୍ୟକ୍ରମ ଅଧିନରେ ନିର୍ମାଣାଧୀନ ରହିଛି ୫.୮ ଲକ୍ଷ କୋଟି ମୂଲ୍ୟର ୮୪୦ଟି ପ୍ରକଳ୍ପ 

December 16, 2025
Latest News

ଓଡିଶା ପୁଲିସର “ଅପରେସନ୍ ଧରପଗଡ” ଅଭିଯାନ: ୪୦ ଅଭିଯୁକ୍ତ ଗିରଫ

December 16, 2025

ଐତିହାସିକ ମାଇଲଖୁଣ୍ଟ ହାସଲ: ୧୫,୦୦୦ ତମ କୋଚ୍ ନିର୍ମାଣ କଲା ଏମସିଏଫ୍

December 16, 2025

ଏପ୍ରିଲ ୨୦୨୫ ପରଠାରୁ ସର୍ବନିମ୍ନ ସ୍ତରରେ ବେକାରୀ ହାର

December 16, 2025

ସାଗରମାଲା କାର୍ଯ୍ୟକ୍ରମ ଅଧିନରେ ନିର୍ମାଣାଧୀନ ରହିଛି ୫.୮ ଲକ୍ଷ କୋଟି ମୂଲ୍ୟର ୮୪୦ଟି ପ୍ରକଳ୍ପ 

December 16, 2025

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.