Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୫୦ ଫୁଟ ଗଭୀର ଖାଲକୁ ଖସିଲା ଯାତ୍ରୀବାହୀ ବସ୍, ୨୧ ମୃତ
ଆଜିର ଖବର

୧୫୦ ଫୁଟ ଗଭୀର ଖାଲକୁ ଖସିଲା ଯାତ୍ରୀବାହୀ ବସ୍, ୨୧ ମୃତ

May 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ସାଉଦି ଆରବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୨ ଭାରତୀୟଙ୍କ ମୃତ୍ୟୁ ଆଶଙ୍କା

ଶ୍ରୀନଗର: ଜମ୍ମୁ କାଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀ ଭର୍ତ୍ତି ଏକ ବସ୍ ଆଜି ଜମ୍ମୁ ଜିଲ୍ଲାର ଏକ ଗଭୀର ଖାଲକୁ ଖସିପଡିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି ପାଇଛି। ଜମ୍ମୁ କାଶ୍ମୀର ପୋଲିସ ଏହା ନିଶ୍ଚିତ କରିଛି। ଏହି ଦୁର୍ଘଟଣାରେ ୨୧ ଜଣ ଆହତ ହୋଇଥିବା ପୋଲିସ କହିଛି।

ଅଧିକାରୀ କହିଛନ୍ତି ଯେ, ଚୌକି ଚୋରାସ୍ଥିତ ତଙ୍ଗଲି ମୋଡରେ ଏହି ଦୁର୍ଘଟଣା ଘଟିଛି। ଅଧିକାରୀ କହିଛନ୍ତି ଯେ, ବସ୍ ପ୍ରାୟ ୧୫୦ ଫୁଟ ତଳେ ଥିବା ଖାଲ ଭିତରକୁ ଖସିଯାଇଥିଲା। ସୂଚନାନୁସାରେ, ଏହି ବସ୍ ହରିୟାଣାର କୁରୁକ୍ଷେତ୍ର ଅଞ୍ଚଳରୁ ଶିବ ଖୋରି ଅଞ୍ଚଳକୁ ତୀର୍ଥଯାତ୍ରୀମାନଙ୍କୁ ନେଇ ଯାଉଥିଲା।

Jammu & Kashmir News road accident
Share. Facebook Twitter LinkedIn Email WhatsApp Copy Link

Related Posts

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Latest News

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.