Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପଣ ଭୋଟ ଦେବେ କି ? ପାଖରେ କଣ ଭୋଟର ପରିଚୟ ପତ୍ର ନାହିଁ ? ତେବେ କଣ କରିବେ ?
ଆଜିର ଖବର

ଆପଣ ଭୋଟ ଦେବେ କି ? ପାଖରେ କଣ ଭୋଟର ପରିଚୟ ପତ୍ର ନାହିଁ ? ତେବେ କଣ କରିବେ ?

May 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆପଣ ଭୋଟ ଦେବେ କି ? ପାଖରେ କଣ ଭୋଟର ପରିଚୟ ପତ୍ର ନାହିଁ ? ତେବେ କଣ କରିବେ ?

ଭୁବନେଶ୍ବର: ଆସନ୍ତାକାଲି ସାଧାରଣ ନିର୍ବାଚନ ତଥା ଓଡିଶା ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ। ଏଥିପାଇଁ ଭାରତୀୟ ନିର୍ବାଚନ କମିଶନରଙ୍କ ତରଫରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ତେବେ ଯେଉଁମାନେ ଭୋଟ ଦେବେ ସେମାନେ ସାଧାରଣତଃ ଭୋଟର ପରିଚୟ ପତ୍ର ମତଦାନ କେନ୍ଦ୍ରରେ ଦେଖାଇଥାନ୍ତି। ହେଲେ ଯଦି କୌଣସି ଭୋଟରଙ୍କ ଏହି ପରିଚୟ ପତ୍ର ନାହିଁ ତେବେ ସେମାନେ ଅନ୍ୟ କାର୍ଡକୁ ମଧ୍ୟ ମତଦାନ କେନ୍ଦ୍ରରେ ଦେଖାଇ ଭୋଟ ଦେଇପାରିବେ। ଏ ନେଇ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତରଫରୁ ଏକ ସୂଚନା ପ୍ରଦାନ କରାଯାଇଛି। ତାହା ହେଲା

ନିର୍ବାଚନ କମିଶନରଙ୍କ ନିୟମ ଅନୁସାରେ ଯେ କୌଣସି ସରକାରୀ ପରିଚୟ ପତ୍ରକୁ ମତଦାନ କେନ୍ଦ୍ରରେ ପୁଲିଂ ଅଫିସର ଗ୍ରହଣ କରିବେ। ତେଣୁ ଯେଉଁମାନେଙ୍କ ପାଖରେ ଭୋଟର ପରିଚୟ ପତ୍ର ନାହିଁ ସେମାନେ ଏହାକୁ ପରିଚୟ ପତ୍ର ଭାବେ ବ୍ୟବହାର କରିପାରିବେ।

odishaelction2024 ଓଡିଶାନିର୍ବାଚନ2024 ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.