Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ, ଆଜି ଆଠଟି ସହରର ତାପମାତ୍ର 45 ପାର
ଆଜିର ଖବର

ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ, ଆଜି ଆଠଟି ସହରର ତାପମାତ୍ର 45 ପାର

May 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ, ଆଜି ଆଠଟି ସହରର ତାପମାତ୍ର 45 ପାର

ଭୁବନେଶ୍ବର: ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଆଜି ମଧ୍ୟ ରାଜ୍ୟର ଆଠଟି ସହରର ତାପମାତ୍ରା 45 ଡିଗ୍ରୀ ପାର ହୋଇଯାଇଛି। ଆଶ୍ଚର୍ଯ୍ୟର କଥା ଚାରିଟି ସହରର ତାପମାତ୍ର 46 ଡିଗ୍ରୀ ପାର ହୋଇଯାଇଛି। ସେଗୁଡିକ ହେଲା ଟିଟିଲାଗଡ, ବଲାଙ୍ଗିର, ସୋନପୁର ଏବଂ ବରଗଡ। ଅନ୍ୟାନ୍ୟ ସ୍ଥାନରେ ଯେଉଁ ତାପମାତ୍ରା ଅନୁଭୂତ ହୋଇଛି ତାହା ହେଲା

ତେବେ ଏହିପରି ଗ୍ରୀଷ୍ମ ପ୍ରବାହ ଆସନ୍ତା 2 ତାରିଖ ପର୍ଯ୍ୟନ୍ତ ଲାଗିରହିବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ସେଥିପାଇଁ ସତର୍କ ରହିବାକୁ ମଧ୍ୟ ନିବେଦନ କରାଯାଇଛି।

temp ଗ୍ରୀଷ୍ମ ପ୍ରବାହ ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଅମିତ ଶାହାଙ୍କ ଘୋଷଣା: ୨୦୨୯ ସୁଦ୍ଧା ଏନଡିଏ ଶାସିତ ରାଜ୍ୟରେ ଲାଗୁ ହେବ UCC

September 14, 2026

ପୂର୍ବ ଶତ୍ରୁତାରୁ ରାଜଧାନୀରେ ଆତଙ୍କ, ଯୁବକଙ୍କୁ ମରଣାନ୍ତକ ସଂଘବଦ୍ଧ ଆକ୍ରମଣ

September 14, 2026

ସାମାନ୍ୟ କଳିର ଭୟଙ୍କର ରୂପ: ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

September 14, 2026

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କୋର୍ଟରେ ଆତ୍ମସମର୍ପଣ କଲେ ତରୁଣ ତେଜପାଲ୍

September 14, 2026
Latest News

ଅମିତ ଶାହାଙ୍କ ଘୋଷଣା: ୨୦୨୯ ସୁଦ୍ଧା ଏନଡିଏ ଶାସିତ ରାଜ୍ୟରେ ଲାଗୁ ହେବ UCC

September 14, 2026

ପୂର୍ବ ଶତ୍ରୁତାରୁ ରାଜଧାନୀରେ ଆତଙ୍କ, ଯୁବକଙ୍କୁ ମରଣାନ୍ତକ ସଂଘବଦ୍ଧ ଆକ୍ରମଣ

September 14, 2026

ସାମାନ୍ୟ କଳିର ଭୟଙ୍କର ରୂପ: ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

September 14, 2026

ବ୍ୟାଙ୍କ ଆକାଉଣ୍ଟରେ ହଠାତ୍ ଲାଗିପାରେ ଫ୍ରିଜ୍! ନୂଆ ନିୟମ ଆଣୁଛି RBI, ଜାଣନ୍ତୁ କାହା ପାଇଁ ଅସୁବିଧା

September 14, 2026

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କୋର୍ଟରେ ଆତ୍ମସମର୍ପଣ କଲେ ତରୁଣ ତେଜପାଲ୍

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.