Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଣିକୁ ଖସି ପଡିଲା ବସ୍‌ : 14 ମୃତ
ଆଜିର ଖବର

ପାଣିକୁ ଖସି ପଡିଲା ବସ୍‌ : 14 ମୃତ

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନର ଶକଲାନ୍‌ ଅଦାବ୍‌ ଅଞ୍ଚଳରେ ଏକ ବସ୍‌ ପାଣିକୁ ଖସି ପଡିବାରୁ 14 ଜଣଙ୍କର ମୃତ୍ୟୁ ଘଟିଛି । ଖାଇବର୍‌ ପଖ୍‌ତୁଙ୍ଖଓ୍ବାର କୋଲାଇ ପଲାସ କୋହିସ୍ତାନର ପାର୍ବତ୍ୟାଞ୍ଚଳରେ 21 ଜଣଙ୍କୁ ନେଇ ଯାତ୍ରା କରୁଥିବା ବେଳେ ତଳକୁ ଖସି ପଡିଥିଲା । ଗାଡିଟି ତଳକୁ ଖସିବା ସହିତ 14 ଜଣ ଯାତ୍ରୀ ପ୍ରାଣ ହରାଇଥିଲେ । ପାର୍ବତ୍ୟାଞ୍ଚଳରେ ଯାତ୍ରା କରୁଥିବା ସମୟରେ ବସ୍‌ଟି ଇନ୍ଦସ୍‌ ନଦୀରେ ଖସି ପଡିଥିଲା । ବସ୍‌ଟି ନଦୀରେ ଖସିପଡିଥିବା ବେଳେ 7 ଜଣ ଲୋକ ବସ୍‌ର କାଚ ଭାଙ୍ଗି ବାହାରକୁ ବାହାରିଥିଲେ । ପ୍ରତିକୂଳ ପାଗ ଯୋଗୁଁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ନେଇ ଜିଲ୍ଲା ପୋଲିସ୍‌ ଅଫିସର ମହମ୍ମଦ ଇଫ୍‌ତିକାର ସୂଚନା ଦେଇଛନ୍ତି । ସୋମବାର ପାଞ୍ଚ ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Latest News

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.