Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ
ଆଜିର ଖବର

କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହରର ବ୍ରହ୍ମାନଗର ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ “କ୍ରାନ୍ତି “ଓ ସରକାରୀ ଆଇ ଟି ଆଇ ଶିକ୍ଷାନୁଷ୍ଠାନ ମିଳିତ ସହଯୋଗରେ ବିଶ୍ବ ତମାଖୁ ବର୍ଜନ ଦିବସ ସଚେତନତା କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇ ଯାଇଛି। ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ କ୍ରାନ୍ତି ଅନୁଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ମୁଖ କର୍କଟ ରୋଗୀ ଡ଼ଃ ଦେବାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଚେତନତା କାର୍ଯ୍ୟକ୍ରମରେ ବରିଷ୍ଟ ମଧୁମେୟ ଡାକ୍ତର ସୁନିଲ କୋଟା, ଏମ .କେ.ସି.ଜି ମେଡିକାଲ କଲେଜ ଓ ହସପିଟାଲର ଟିବି ରୋଗ ବିଶେଷଜ୍ଞ ସହକାରୀ ପ୍ରଫେସର ଡାକ୍ତର ପ୍ରୀୟଜୀତ ଜେନା ଓ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଅଧକ୍ଷ ଇଁ ରଜତ ପାଣିଗ୍ରାହିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ବିଭିନ୍ନ ଗଣମାଧ୍ୟମ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ତମାଖୁ ସେବନର ଭୟାବହତା ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ। ସରକାରୀ ଶିଳ୍ପ ତାଲିମ କେନ୍ଦ୍ରର ୧୫୦୦ ଛାତ୍ରଛାତ୍ରୀଙ୍କୁ ନେଇ ଏକ କର୍କଟ ରୋଗର ଲୋଗ ଉପରେ ମାନବ ଶୃଙ୍ଖଳ ମାଧ୍ୟମ ରେ ତମାଖୁ ମୁକ୍ତ ଭାରତ ଗଠନ ପାଇଁ ବଜ୍ର ଶପଥ ନେଇଥିଲେ।

କ୍ରାନ୍ତିର ଡଃ ଦାଶ ସେ ଜଣେ ମୁଖ କର୍କଟ ରୋଗୀ ହୋଇ ଥିବା ଯୋଗୁଁ ସେ ତାଙ୍କର କଷ୍ଟ ଓ ଯନ୍ତ୍ରଣା ମାଧ୍ୟମରେ ସମସ୍ତଙ୍କୁ ସଚେତନତା କରି କିପରି ତମାଖୁ ମୁକ୍ତ ଭାରତ ହୋଇ ପାରିବ ବୋଲି ହାତଯୋଡି ନିବେଦନ କରିଥିଲେ।ପରେ ପରେ କ୍ରାନ୍ତି ଅନୁଷ୍ଠାନର ସମସ୍ତ ସଦସ୍ୟ ୟୁ ସି ପି ଇଞ୍ଜିନିୟରିଂ ସ୍କୁଲ୍ ସମ୍ମୁଖରେ ଛିଡ଼ା ହୋଇ ଜନସାଧାରଣ ପ୍ରଚାର ପତ୍ର ମାଧ୍ୟମରେ ସଚେତନତା କରିଥିଲେ।

ଏହି ସମସ୍ତ କାର୍ଯ୍ୟକ୍ରମରେ କ୍ରାନ୍ତି ଅନୁଷ୍ଠାନର ନିର୍ମଳା ଦାଶ, ଚର୍ଚ୍ଚିକା ଦାଶ, ସିଗ୍ନାଧା ମହାରଣା,ଅନିଲ କୁମାର ସେଠୀ, ପରମାନନ୍ଦ ପଣ୍ଡା, ଚିନ୍ନୟାନନ୍ଦ ଦାଶ, ସୁଭ୍ରାଂଶି ମହାରଣା ସମେତ କ୍ରାନ୍ତି ଅନୁଷ୍ଠାନ ର ସମସ୍ତ ସଦସ୍ୟ କାର୍ଯକ୍ରମ ପରିଚାଳନାରେ ସହଯୋଗ କରିଥିଲେଓ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗର ହାତ ବଢ଼ାଇଥିଲେ।

କ୍ରାନ୍ତି ଅନୁଷ୍ଠାନ ବିଶ୍ୱ ତମାଖୁ ବର୍ଜନ ଦିବସ ବ୍ରହ୍ମପୁର ରେଶମ ନଗରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.