Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୋଟ ଦେଉଛି ଓଡିଶା, ସକାଳୁ ମତଦାତାଙ୍କ ମତଦାନ କେନ୍ଦ୍ରରେ ଲମ୍ବା ଧାଡି
ଆଜିର ଖବର

ଭୋଟ ଦେଉଛି ଓଡିଶା, ସକାଳୁ ମତଦାତାଙ୍କ ମତଦାନ କେନ୍ଦ୍ରରେ ଲମ୍ବା ଧାଡି

June 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁରକ୍ଷା ବ୍ୟବସ୍ଥା କଡାକଡି
ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ବର: ଆଜି ଓଡିଶାରେ ଶେଷ ପର୍ଯ୍ୟାୟ ମତଦାନ ଚାଲିଛି। ଆଜି ସକାଳ 7ଟାରୁ ଏହି ପକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ ପକ୍ରିୟା। ଏହି ପର୍ଯ୍ୟାୟରେ ଛଅଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ସେଗୁଡିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ, ମୟୁରଭଂଜ ଏବଂ ବାଲେଶ୍ବର। ଏଥିସହିତ ଏହା ଅଧିନରେ ଥିବା 42ଟି ବିଧାନସଭାରେ ମଧ୍ୟ ଏକକାଳିନ ନିର୍ବାଚନ ହେଉଛି।

ଆଜି ସକାଳୁ ମତଦାତାମାନେ ସେମାନଙ୍କ ମତଦାନ କରିବା ପାଇଁ ଲମ୍ବା ଧାଡିରେ ଛିଡା ହୋଇଥିବାର ପରିଲକ୍ଷିତ ହୋଇଛି। ଏହି ମତଦାତାମାନେ ଲୋକସଭା ପାଇଁ ମୋଟ ୬୬ ଜଣ ପ୍ରାର୍ଥୀ ଏବି ବିଧାନସଭା ପାଇଁ ୩୯୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।ଏହି ପର୍ଯ୍ୟାୟରେ ମୋଟ ୧୦,୮୫୭ଟି ମତଦାନ କେନ୍ଦ୍ର ଓ ୨୫ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି।

Last Phase Election odishaelection2024 ଓଡିଶା ନିର୍ବାଚନ 2024 ଶେଷପର୍ଯ୍ୟାୟନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.