Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରରେ 7 ହଜାର କୋଟିର ପ୍ରକଳ୍ପ ହାତେଇଲା ଏଲ୍‌ ଆଣ୍ଡ ଟି
ଆଜିର ଖବର

ବିହାରରେ 7 ହଜାର କୋଟିର ପ୍ରକଳ୍ପ ହାତେଇଲା ଏଲ୍‌ ଆଣ୍ଡ ଟି

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରରେ ଏକ 7 ହଜାର କୋଟିର ପ୍ରକଳ୍ପ ହାତେଇବାରେ ସଫଳ ହୋଇଛି ଏଲ୍‌ ଆଣ୍ଡ ଟି । ବିହାରର ବକ୍ସାରରେ ଏକ ଅଲ୍‌ଟ୍ରା ସୁପର କ୍ରିଟିକାଲ୍‌ ପାଓ୍ବାର ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟର ଟେଣ୍ଡର ହାତେଇଛି ଏଲ୍‌ ଆଣ୍ଡ ଟି । ଏହି ବୃହତ ପ୍ରକଳ୍ପ ନେଇ ଏଲ୍‌ ଆଣ୍ଡ ଟି ପକ୍ଷରୁ ସୂଚନା ଦିଆଯାଇଛି । ବିହାର ସରକାର ଏବଂ ଏସ୍‌ଜେଭିଏନ୍‌ ଗ୍ରୁପ୍‌ ପକ୍ଷରୁ ଏହି ପାଓ୍ବାର ପ୍ଲାଣ୍ଟ ମିଳିତ ଭାବରେ ନିର୍ବାଣ କରାଯାଉଛି । ଗତବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରକଳ୍ପର ଶୁଭ ଦେଇଥିଲେ । ଏହି ପାଓ୍ବାର ପ୍ଲାଣ୍ଟକୁ ବିଶ୍ବସ୍ତରୀୟ ବନାଯିବ ବୋଲି ଏଲ୍‌ ଆଣ୍ଡ ଟି ପକ୍ଷରୁ ସୂଚନା ଦିଆଯାଇଛି । ଏହି ଖବର ଆସିବା ପରେ ଏଲ୍‌ ଆଣ୍ଡ ଟିର ଅଂଶଧନ ମୂଲ୍ୟ 1543କୁ ବୃଦ୍ଧି ପାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026
Latest News

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.