Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରିଲା ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ, କ୍ଷତିରେ ରହିଲା ବିଜେଡ଼ି !
ଆଜିର ଖବର

ସରିଲା ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ, କ୍ଷତିରେ ରହିଲା ବିଜେଡ଼ି !

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟସଭାର ତିନୋଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ସୌମ୍ୟରଞ୍ଜନ ପଟ୍ଟନାୟକ, ଅଚ୍ୟୁତ ସାମନ୍ତ ଓ ପ୍ରତାପ କେଶରୀ ଦେବ ଚଳିତ ଥର ନିର୍ବାଚନରେ ବିଜୟୀ ହେବା ପରେ ରାଜ୍ୟସଭାରେ ଖାଲି ଥିବା ତିନୋଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଏହି ତିନୋଟି ଆସନ ପାଇଁ ଉଭୟ ବିଜେପି ଓ ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଛନ୍ତି । ବିଜେଡ଼ି ତରଫରୁ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ରଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିଜେପି ତରଫରୁ ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ଆଇଏଏସ୍‌ ଅଫିସର ଅଶ୍ବିନୀ ବୈଷ୍ଣବ।  ବିଜେପି ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ବିଜେଡ଼ି ସମର୍ଥନ କରିଛି । ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ସରିଯାଇଛି । ତେବେ ଏହାକୁ ନେଇ ପୁଣି କ୍ଷତିରେ ପଡ଼ିଛି ବିଜେଡ଼ି  । ରାଜ୍ୟସଭା ଆସନ ବୁଝାମଣାରେ ବିଜେଡ଼ି କ୍ଷତି ସହିଛି ।  ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ ଦେଇ କ୍ଷତିରେ ସହିଥିବା ବିଜେଡ଼ି ଅଶ୍ବିନୀଙ୍କୁ ୫ ବର୍ଷିଆ ସିଟ୍‌ ଛାଡ଼ି କ୍ଷତିକୁ ଦ୍ବିଗୁଣିତ କରିଛି । ୨୦୨୪ରେ ସରୁଥିବା ସୌମ୍ୟ ପଟ୍ଟନାୟକଙ୍କ ଜାଗାରେ ଅଶ୍ବିନୀ ଯାଉଥିବାବେଳେ ଅଚ୍ୟୁତ ସାମନ୍ତଙ୍କ ଜାଗାରେ ୨୦୨୪ ଯାଏଁ ଯାଉଛନ୍ତି ଅମର ପଟ୍ଟନାୟକ । ବିଜେଡ଼ି ମୁଖପାତ ସସ୍ମିତ ପାତ୍ର ମାତ୍ର ୩ ବର୍ଷ ପାଇଁ ରାଜ୍ୟସଭାକୁ ଯାଉଛନ୍ତି । ୨୦୨୨ରେ ସରୁଥିବା ପ୍ରତାପ ଦେବଙ୍କ ଜାଗାରେ ରହିଛନ୍ତି ସସ୍ମିତ ।

Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026
Latest News

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.