ଭୁବନେଶ୍ବର: ଗତକାଲି ଶେଷ ହୋଇଛି ଓଡିଶାର ଲୋକସଭା ଓ ବିଧାନସଭା ମତଦାନ। ତେବେ ଓଡିଶାରେ ଶେଷ ପର୍ଯ୍ୟାୟରେ କେତେ ମତଦାନ ହୋଇଛି ତାହାର ହିସାବ ଆଜି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଜାରୀ କରାଯାଇଛି। ସେହି ଅନୁସାରେ ଗତକାଲି ଓଡିଶାର ମତଦାନ ହାର ଥିଲା 70.67 ପ୍ରତିଶତ। ସେହିପରି ଗତକାଲି ହୋଇଥିବା ଛଅଟି ଲୋକସଭା ଆସନର ହାରକୁ ଲକ୍ଷ୍ୟ କଲେ ମୟୁରଭଂଜରେ ସର୍ବାଧିକ ଭୋଟ ହୋଇଛି। ସେହିପରି ଦ୍ହିତୀୟରେ ରହିଛି ଜଗତସିହଂପୁର ଲୋକସଭା କ୍ଷେତ୍ର। ତେବେ ଏଥିରେ ପୋଷ୍ଟାଲ ବାଲଟ ହିସାବକୁ ନିଆଯାଇ ନାହିଁ। ଓଡିଶା ନିର୍ବାଚନ 2024 ଭୋଟ ପ୍ରତିଶତ ଶେଷ ପର୍ଯ୍ୟାୟ ନିର୍ବାଚନ
ସୋଆ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ‘ଡିଜିଟାଲ୍ ଟ୍ରାନ୍ସଫର୍ମେସନ୍’ ଶୀର୍ଷକ କର୍ମଶାଳାSeptember 17, 2025
ଆସନ୍ତାକାଲିଠାରୁ ବିଧାନସଭା ଅଧିବେଶନ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକSeptember 17, 2025