Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ: ୧୦ ରୁ ଅଧିକ ମୃତ
ଆଜିର ଖବର

ବରଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ: ୧୦ ରୁ ଅଧିକ ମୃତ

June 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ରାଜଗଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବରଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର ଓଲଟି ପଡିଛି। ଏହି ଦୁଃଖଦ ଦୁର୍ଘଟଣାରେ ୧୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। କୁହାଯାଉଛି ଯେ, ରାଜଗଡର ପିପଲୋଦୀ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ପରେ ଜିଲ୍ଲାପାଳଙ୍କ ସମେତ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ୧୦୮ ସହାୟତାରେ ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି।

MP News Rajgarh Rajgarh Road Accident
Share. Facebook Twitter LinkedIn Email WhatsApp Copy Link

Related Posts

ଖଣ୍ଡା ଚୋଟରେ ପରିବା ବ୍ୟବସାୟୀ ଗୁରୁତର

July 23, 2025

ଆଜି ଜୁଲାଇ ୨୩ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025
Latest News

ଖଣ୍ଡା ଚୋଟରେ ପରିବା ବ୍ୟବସାୟୀ ଗୁରୁତର

July 23, 2025

ଆଜି ଜୁଲାଇ ୨୩ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2025

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.