Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ: ୧୦ ରୁ ଅଧିକ ମୃତ
ଆଜିର ଖବର

ବରଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ: ୧୦ ରୁ ଅଧିକ ମୃତ

June 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ରାଜଗଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବରଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର ଓଲଟି ପଡିଛି। ଏହି ଦୁଃଖଦ ଦୁର୍ଘଟଣାରେ ୧୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। କୁହାଯାଉଛି ଯେ, ରାଜଗଡର ପିପଲୋଦୀ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ପରେ ଜିଲ୍ଲାପାଳଙ୍କ ସମେତ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ୧୦୮ ସହାୟତାରେ ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି।

MP News Rajgarh
Share. Facebook Twitter LinkedIn Email WhatsApp Copy Link

Related Posts

ବାପାଙ୍କ ସମ୍ପତ୍ତିରେ ଝିଅର ଜନ୍ମଗତ ଅଧିକାର ଅଛି କି? ହାଇକୋର୍ଟ ରାୟ ପରେ ଜାଣନ୍ତୁ ସମ୍ପୂର୍ଣ୍ଣ ଆଇନ

October 8, 2026

IPL-୨୦୨୭ ପୂର୍ବରୁ ପଞ୍ଜାବ କିଙ୍ଗସକୁ ଝଟକା: ଦଳ ଛାଡିଲେ ଦୁଇ ଅଭିଜ୍ଞ ଖେଳାଳି

October 8, 2026

ରାତି ୨:୩୦ ରେ ବନ୍ଧୁଙ୍କୁ ଯନ୍ତ୍ରଣାଦାୟକ ବାର୍ତ୍ତା ପଠାଇଥିଲେ ନାନା ପାଟେକର: ଜାଣନ୍ତୁ କିପରି ହେଲା ମୃତ୍ୟୁ?

October 8, 2026

ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ବିରୋଧରେ ଏଫଆଇଆର ରୁଜୁ: ଜାଣନ୍ତୁ ଅଭିଯୋଗ

October 8, 2026
Latest News

ରାଜଧାନୀରୁ ଜିଲ୍ଲା: ‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ

October 8, 2026

ବାପାଙ୍କ ସମ୍ପତ୍ତିରେ ଝିଅର ଜନ୍ମଗତ ଅଧିକାର ଅଛି କି? ହାଇକୋର୍ଟ ରାୟ ପରେ ଜାଣନ୍ତୁ ସମ୍ପୂର୍ଣ୍ଣ ଆଇନ

October 8, 2026

IPL-୨୦୨୭ ପୂର୍ବରୁ ପଞ୍ଜାବ କିଙ୍ଗସକୁ ଝଟକା: ଦଳ ଛାଡିଲେ ଦୁଇ ଅଭିଜ୍ଞ ଖେଳାଳି

October 8, 2026

ସାଉଦି ବିମାନବନ୍ଦର ଉପରେ ହୁତିଙ୍କ କ୍ଷେପଣାସ୍ତ୍ର ଆକ୍ରମଣ: ୩ ମୃତ, ୩୬ ଆହତ

October 8, 2026

ରାତି ୨:୩୦ ରେ ବନ୍ଧୁଙ୍କୁ ଯନ୍ତ୍ରଣାଦାୟକ ବାର୍ତ୍ତା ପଠାଇଥିଲେ ନାନା ପାଟେକର: ଜାଣନ୍ତୁ କିପରି ହେଲା ମୃତ୍ୟୁ?

October 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.