Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁରରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି
ଆଜିର ଖବର

ବ୍ରହ୍ମପୁରରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

June 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ତୁଳସୀ ନଗର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଯାଇଛି। ଗଣେଶ ମିସ୍ତ୍ରୀ ନାମକ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଗଣେଶ ଏକ ଔଷଧ ଦୋକାନ ନିକଟରେ ଛିଡ଼ା ହୋଇଥିବା ବେଳେ ହଠାତ୍ କିଛି ଯୁବକ ଆସି ତାଙ୍କୁ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଆକ୍ରମଣର କାରଣ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ପୋଲିସ ଅନୁସନ୍ଧାନ କରୁଚି।

ଖଣ୍ଡାରେ ଆକ୍ରମଣ ଗୁରୁତର ଅବସ୍ଥା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.