Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାଦୀୟ ମନ୍ତବ୍ୟ ପାଇଁ କ୍ଷମା ମାଗିଲେ ଅଧୀର ରଞ୍ଜନ
ଆଜିର ଖବର

ବିବାଦୀୟ ମନ୍ତବ୍ୟ ପାଇଁ କ୍ଷମା ମାଗିଲେ ଅଧୀର ରଞ୍ଜନ

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ନେତା ଅଧୀରରଂଜନ ଚୌଧୁରୀ । ଅଧୀରଙ୍କ ମୋଦିଙ୍କୁ ନେଇ ଟିପ୍ପଣୀ ପରେ ତର୍କ ବିତର୍କ ଆରମ୍ଭ ହୋଇଯାଇଛି ।  କଂଗ୍ରେସ ସଂସଦୀୟ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରୋକ୍ଷରେ ଗନ୍ଦି ନାଲି ବା ଅଳିଆ ଆବର୍ଜନା ଥିବା ନାଳ ସହ ତୁଳନା କରିଛନ୍ତି। ଏଥିସହ ଶ୍ରୀ ଚୌଧୁରୀ ଓଡ଼ିଶା ସାଂସଦ ତଥା କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ମଧ୍ୟ ତୀବ୍ର ସମାଲୋଚନା କରିଛନ୍ତି। ଆଜି ପ୍ରତାପ ଷଡ଼ଙ୍ଗୀ ମୋସନ ଅଫ ଥାଙ୍କସ ଲୋକସଭାରେ ଉପସ୍ଥାପନ କରି କଂଗ୍ରେସକୁ ତୀବ୍ର ସମାଲୋଚନା କରିଥିବାବେଳେ ମୋଦିଙ୍କୁ ଢେର୍‌ ପ୍ରଶଂସା କରିଥିଲେ। ଏହାର ଜବାବ ରଖିଥଲେ ଅଧୀର ରଂଜନ । ଇନ୍ଦିରାଙ୍କୁ ଗଙ୍ଗା ମାତାଙ୍କ ସହ ତୁଳନା କରିଥିବାବେଳେ ମୋଦିଙ୍କୁ ଗନ୍ଦି ନାଲି ବା ଅଳିଆରେ ପରିପୂର୍ଣ୍ଣ ନାଳକୁ ସହ ତୁଳନା କରିଥିଲେ । ଏହା ପରେ ବିଜେପି ତରଫରୁ ବିରୋଧ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କୁ ଏପରି ଅପମାନଜନକ ଆକ୍ଷେପ କରି ବିବାଦୀୟ ହେବା ପରେ କ୍ଷମା ମାଗିଛନ୍ତି ଅଧୀରରଂଜନ ।

Share. Facebook Twitter LinkedIn Email WhatsApp Copy Link

Related Posts

କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

September 19, 2025

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନରେ ​​ABVP ବଡ଼ ବିଜୟ; ଉପାଧ୍ୟକ୍ଷ ଆସନ ଜିତିଲା NSUI

September 19, 2025

“ଘର ପରି ପାକିସ୍ତାନ”: ରାହୁଲ ଗାନ୍ଧୀଙ୍କ ଘନିଷ୍ଠ ବନ୍ଧୁ ସାମ ପିତ୍ରୋଦାଙ୍କ ବିବାଦୀୟ ବୟାନ

September 19, 2025

ସୋଆ କ୍ରିଆଟିଭୋର ବାର୍ଷିକ ଶାରଦୀୟ ଉତ୍ସବ ‘ମା-୨୦୨୫’ ଅନୁଷ୍ଠିତ

September 19, 2025
Latest News

କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

September 19, 2025

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନରେ ​​ABVP ବଡ଼ ବିଜୟ; ଉପାଧ୍ୟକ୍ଷ ଆସନ ଜିତିଲା NSUI

September 19, 2025

“ଘର ପରି ପାକିସ୍ତାନ”: ରାହୁଲ ଗାନ୍ଧୀଙ୍କ ଘନିଷ୍ଠ ବନ୍ଧୁ ସାମ ପିତ୍ରୋଦାଙ୍କ ବିବାଦୀୟ ବୟାନ

September 19, 2025

ସୋଆ କ୍ରିଆଟିଭୋର ବାର୍ଷିକ ଶାରଦୀୟ ଉତ୍ସବ ‘ମା-୨୦୨୫’ ଅନୁଷ୍ଠିତ

September 19, 2025

ଜଣେ ସାଧାରଣ ବ୍ୟକ୍ତି ଘରେ କେତେ ସୁନା ରଖିପାରିବେ, କ’ଣ ଅଛି ନିୟମ?

September 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.