Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଅପରାଜିତା ଷଡଙ୍ଗୀ ଆଗରେ, ଜାଣନ୍ତୁ କେତେ ପାଇଲେ ଭୋଟ
ଆଜିର ଖବର

ଭୁବନେଶ୍ବରରେ ଅପରାଜିତା ଷଡଙ୍ଗୀ ଆଗରେ, ଜାଣନ୍ତୁ କେତେ ପାଇଲେ ଭୋଟ

June 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଅପରାଜିତା ଷଡଙ୍ଗୀ ଆଗରେ, ଜାଣନ୍ତୁ କେତେ ଭୋଟ ପାଇଲେ

ଭୁବନେଶ୍ବର: ଓଡିଶାର ବିଭିନ୍ନ ଆସନରେ ବିଜେପି ଅଗ୍ରସର ହେବାରେ ଲାଗିଛି। ସେହି ଅନୁସାରେ ବର୍ତ୍ତମାନ ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ବିଜେପି ଅପରାଜିତା ଷଡଙ୍ଗୀ ଆଗୁଆ ଅଛନ୍ତି। ସେ 8781 ଭୋଟରେ ଆଗୁଆ ଅଛନ୍ତି। ବିଭିନ୍ନ ପ୍ରାର୍ଥୀ ପାଇଥିବା ଭୋଟ ହେଲା

1- ଅପରାଜିତା ଷଡଙ୍ଗୀ, ବିଜେପି- 127501

2- ମନ୍ନଥ ରାଉତରାୟ, ବିଜେଡି- 118720

3- ସୟଦ ୟାସିର ନୱାଜ- 14295

Aparajita Sarangi ଅପରାଜିତା ଷଡଙ୍ଗୀ ଓଡିଶା ଭୋଟ ଭୁବନେଶ୍ବର ଭୋଟ ଗଣତି
Share. Facebook Twitter LinkedIn Email WhatsApp Copy Link

Related Posts

ଜନଜାତିଙ୍କ ସଂଖ୍ୟା ଏବଂ ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ

February 5, 2026

ବୁଣାକାରଙ୍କ ପାଇଁ ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର: ଉଦଘାଟନ କଲେ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ

February 5, 2026

ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

February 5, 2026

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026
Latest News

ଜନଜାତିଙ୍କ ସଂଖ୍ୟା ଏବଂ ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ

February 5, 2026

ବୁଣାକାରଙ୍କ ପାଇଁ ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର: ଉଦଘାଟନ କଲେ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ

February 5, 2026

ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

February 5, 2026

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.