Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଗରେ, ପଛରେ ପଡିଲେ ପ୍ରଣବ ପ୍ରକାଶ ଦାସ
ଆଜିର ଖବର

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଗରେ, ପଛରେ ପଡିଲେ ପ୍ରଣବ ପ୍ରକାଶ ଦାସ

June 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଗରେ, ପଛରେ ପଡିଲେ ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ବର: ଓଡିଶାରେ ସବୁଠାରୁ ବଡ ଲଢେଇ ସମ୍ବଲପୁର ଲୋକସଭାରେ ହେଉଥିଲା। ତେବେ ଗଣତି ପରେ ସେଠାରେ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଗୁଆ ରହିଛନ୍ତି। ସେ 36501 ଭୋଟରେ ଆଗରେ ରହିଛନ୍ତି। ପଛରେ ପଡିଯାଇଛନ୍ତି ବିଜେଡିର ପ୍ରଣବ ପ୍ରକାଶ ଦାସ। ଗଣତି ହିସାବରେ ସମ୍ବଲପୁରରେ ଯେଉଁ ପ୍ରାର୍ଥୀ ଭୋଟ ହାତେଇଛନ୍ତି ତାହା ହେଲା

1- ଧର୍ମେନ୍ଦ୍ର ପ୍ରଧାନ, ବିଜେପି –  177105

2- ପ୍ରଣବ ପ୍ରକାଶ ଦାସ, ବିଜେଡି-  144613

3- ନଗେନ୍ଦ୍ର ପ୍ରଧାନ, କଂଗ୍ରେସ- 29333

dharmendra pradhan ଓଡିଶା ନିର୍ବାଚନ 2024 ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.