Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ବିଧାନସଭା ଆସନ: ବିଜେଡ଼ିର ବଢିଲା ଆଶା, କ୍ରମାଗତ ୩ଟି ରାଉଣ୍ଡରେ ବିଜେଡ଼ି ଆଗୁଆ
ଆଜିର ଖବର

ଚିଲିକା ବିଧାନସଭା ଆସନ: ବିଜେଡ଼ିର ବଢିଲା ଆଶା, କ୍ରମାଗତ ୩ଟି ରାଉଣ୍ଡରେ ବିଜେଡ଼ି ଆଗୁଆ

June 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଚିଲିକା ବିଧାନସଭା ଆସନ ପାଇଁ ଏପର୍ଯ୍ୟନ୍ତ ୧୩ ତମ ରାଉଣ୍ଡ ଫଳାଫଳ ହସ୍ତଗତ ହୋଇଛି। ଏହି ରାଉଣ୍ଡରେ ବିଜେପି ଏକ ବଡ ଅଗ୍ରଣୀ ହାସଲ କରିଛି। ୧୩ ତମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ ଠାରୁ ବିଜେଡ଼ି ପ୍ରାର୍ଥୀ ରଘୁନାଥ ସାହୁ ୧୧୧ ଭୋଟରେ ଆଗୁଆ ଅଛନ୍ତି।

୧୩ ତମ ରାଉଣ୍ଡରେ ରଘୁନାଥ ସାହୁ ୪୭୦୪ ଭୋଟ ପାଇଥିବା ବେଳେ ପୃଥ୍ବୀରାଜ ହରିଚନ୍ଦନ ୪୫୯୩ ଭୋଟ ପାଇଛନ୍ତି।

ତେବେ ୧୩ ତମ ରାଉଣ୍ଡ ପର୍ଯ୍ୟନ୍ତ ପୃଥ୍ବୀରାଜ ହରିଚନ୍ଦନ ମୋଟ ୬୧ ହଜାର ୪୯୪ ଭୋଟ ପାଇଥିବା ବେଳେ ରଘୁନାଥ ସାହୁ ମୋଟ ୫୮୬୨୧ ଭୋଟ ପାଇଛନ୍ତି। ତଥାପି ୧୩ ତମ ରାଉଣ୍ଡ ଶେଷ ସୁଦ୍ଧା ଚିଲିକାରେ ବିଜେପି ୨୮୭୩ ଭୋଟରେ ଆଗୁଆ ରହିଛି।

BJD BJP chilika odisha assembly
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026
Latest News

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.